Odisha Link
Bridging the Missing Links in Odisha
Daily Archives

September 19, 2024

୨୬ ବର୍ଷୀୟ ଚାର୍ଟାଡ ଆକାଉଣ୍ଟାଣ୍ଟଙ୍କ…

ଓଏଲ୍‌ ବ୍ୟୁରୋ: ମଣିଷ ନିଜର ଅତ୍ୟାବଶ୍ୟକ ଦ୍ରଵ୍ୟର ପୂରଣ ପାଇଁ ବିଭିନ୍ନ କାର୍ଯ୍ୟ ପନ୍ଥା ଆପଣେଇ ଥାଏ। ଆଜି କାଲି ଶିକ୍ଷିତ ଗୋଷ୍ଠୀ ପଢା ସରୁ ସରୁ ଚାକିରୀ ଅଭିମୁଖେ ପ୍ରସ୍ତୁତ ହେଉଛନ୍ତି। ନିଜର ଆଶା ଆକାଂକ୍ଷା ପୂରଣ ପାଇଁ ଚାକିରୀକୁ ମାଧ୍ୟମ କରିଛନ୍ତି। ତେବେ ବଞ୍ଚିବା ପାଇଁ ଆପଣେଇଥିବା ଚାକିରୀ ଯେବେ…

ଟେଷ୍ଟ କ୍ରିକେଟରେ ଅଶ୍ବିନୀଙ୍କ ୬ଷ୍ଠ…

ଓଏଲ୍‌ ବ୍ୟୁରୋ: ବାଂଲାଦେଶ ବିପକ୍ଷରେ ଟିମ୍‌ ଇଣ୍ଡିଆର ଅଲରାଉଣ୍ଡର ରବିଚନ୍ଦ୍ରନ ଅଶ୍ବିନୀଙ୍କ ଦମଦାର ଶତକୀୟ ଇନିଂସ୍। ଚେନ୍ନାଇର ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳା ଯାଉଥିବା ମୁକାବିଲାରେ ବାଂଲାଦେଶ ବିପକ୍ଷରେ ଟେଷ୍ଟ କ୍ୟାରିୟର ୬ଷ୍ଠ ଶତକୀୟ ଇନିଂସ୍‌ ଖେଳିଛନ୍ତି ଅଶ୍ବିନୀ। ଚେନ୍ନାଥ ମାଟିରେ…

‘ଏକ ରାଷ୍ଟ୍ର, ଏକ…

ଓଏଲ୍‌ ବ୍ୟୁରୋ: ଦେଶ‌ରେ ‘ଏକ ରାଷ୍ଟ୍ର, ଏକ ନିର୍ବାଚନ’ ନୀତି କାର୍ଯ୍ୟକାରୀ କରିବା ଦିଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବାଧୀନ କେନ୍ଦ୍ର କ୍ୟାବିନେଟ୍‌ ବୁଧବାର ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି। ‘ଏକ ରାଷ୍ଟ୍ର, ଏକ ନିର୍ବାଚନ’ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରି…

ଭିସୁଟର ପୂର୍ବତନ ଛାତ୍ରୀ ମୃତ୍ୟୁ ମାମଲା:…

ଓଏଲ୍‌ ବ୍ୟୁରୋ: ଭିସୁଟର ପୂର୍ବତନ ଛାତ୍ରୀ ଚିନ୍ମୟୀ ସାହୁଙ୍କ ମୃତ୍ୟୁ ଘଟଣାକୁ ନେଇ ଅନେକ ଚର୍ଚ୍ଚା ଚାଲିଥିବାବେଳେ ଚିନ୍ମୟୀ ସାହୁଙ୍କ ମୃତ୍ୟୁ ମାମଲାର ଶୁଣାଣି କରିଛନ୍ତି ହାଇକୋର୍ଟ। ଏହି ମାମଲାର ଶୁଣାଣି କରି ହାଇକୋର୍ଟ ରାଜ୍ୟ ସରକାର ଏକ ପ୍ରଶ୍ନ କରିଥିବାବେଳେ ଉତ୍ତର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।…

ମଙ୍ଗଳବାର ସୁଦ୍ଧା ରତ୍ନଭଣ୍ଡାର ସର୍ଭେ…

ଓଏଲ୍‌ ବ୍ୟୁରୋ: ଆସନ୍ତା ସେପ୍ଟେମ୍ବର ୨୪ ତାରିଖ ସୁଦ୍ଧା ଶ୍ରୀମନ୍ଦିର ରତ୍ନଭଣ୍ଡାରର ବାକିଥିବା ବୈଷୟିକ ସର୍ଭେ ଶେଷ କରିବାକୁ ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥାର ମହାନିର୍ଦ୍ଦେଶକଙ୍କୁ ପତ୍ର ଲେଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ। ଯଥାଶୀଘ୍ର ଏହି ସର୍ଭେ ଶେଷ କରି…

ସଂକଳ୍ପ ପତ୍ର ଆମର ଧର୍ମଗ୍ରନ୍ଥ: ମୋହନ…

ଓଏଲ୍‌ ବ୍ୟୁରୋ: ୨୪ ବର୍ଷର କ୍ଷମତାରେ ଥିବା ବିଜୁ ଜନତା ଦଳର ସରକାରକୁ ହରାଇ ପ୍ରଥମ ଥର ପାଇଁ ରାଜ୍ୟ ଶାସନ ଗାଦିରେ ବସିଥିଲା ଭାରତୀୟ ଜନତା ପାର୍ଟି। ଇତି ମଧ୍ୟରେ ରାଜ୍ୟରେ ମୋହନ ସରକାରକୁ ଆଜି ୧୦୦ ଦିନ ପୂରୁଛି। ଲୋକଙ୍କ ପାଖରେ ରାଜ୍ୟ ସରକାରଙ୍କ ଉପଲବ୍ଧି ପହଞ୍ଚାଇବାକୁ ପୁରୀରେ ବଡ଼ ଆୟୋଜନ କରିଛି…

ଧାମନଗରରେ ଗୋଷ୍ଠୀ ସଂଘର୍ଷ: ୧୬୩ ଧାରା…

ଓଏଲ୍‌ ବ୍ୟୁରୋ: ଧାମନଗର ଧୁଷୁରୀ ଥାନା ଗୁଡ଼ୁପୋଖରୀ ବଜାରରେ ୨ ଗୋଷ୍ଠୀ ମୁହାଁମୁହିଁ ହୋଇଥିବା ଜଣା ପଡିଛି। ଗଣ୍ଡଗୋଳ ଓ ମାରପିଟରେ ଗୋଟିଏ ଗୋଷ୍ଠୀର ୪ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଥିବାବେଳେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ୧ ପ୍ଲାଟୁନ ଫୋର୍ସ ସହ ଘଟଣାସ୍ଥଳରେ…

ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଯୋଜନା,…

ଓଏଲ୍‌ ବ୍ୟୁରୋ: ୨୪ ବର୍ଷ ପରେ ପ୍ରଥମ ଥର ପାଇଁ ଓଡ଼ିଶାରେ ଆସିଛି ବିଜେପି ସରକାର। ରାଜ୍ୟରେ ମୋହନ ଚରଣ ମାଝୀଙ୍କ ନେତୃତ୍ବାଧୀନ ବିଜେପି ସରକାର ୧୦୦ ଦିନ ପୂରଣ କରିଛି। ବିଜେପି ସରକାରର ୧୦୦ ଦିନ ପୂର୍ତ୍ତି ନେଇ ପୁରୀରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

୧୦୦ ଦିନର ବିଜେପି ସରକାର, ଅନୁଭୂତି…

ଓଏଲ୍‌ ବ୍ୟୁରୋ: ୨୪ ବର୍ଷ ପରେ ପ୍ରଥମ ଥର ପାଇଁ ଓଡ଼ିଶାରେ ଆସିଛି ବିଜେପି ସରକାର। ରାଜ୍ୟରେ ମୋହନ ଚରଣ ମାଝୀଙ୍କ ନେତୃତ୍ବାଧୀନ ବିଜେପି ସରକାର ୧୦୦ ଦିନ ପୂରଣ କରିଛି। ବିଜେପି ସରକାରର ୧୦୦ ଦିନ ପୂର୍ତ୍ତି ନେଇ ପୁରୀରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

ହରିୟାଣାବାସୀଙ୍କୁ ବିଜେପିର ୨୦ଟି ବଡ଼…

ଓଏଲ୍‌ ବ୍ୟୁରୋ: ଅକ୍ଟୋବର ୫ ତାରିଖରେ ଅନୁଷ୍ଠିତ ହେବ ହରିୟାଣା ବିଧାନସଭା ନିର୍ବାଚନ। ଏଥିପାଇଁ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛି ଅଙ୍କକଷା। ବିଶେଷ ଭାବେ ଭାରତୀୟ ଜନତା ପାର୍ଟି, କଂଗ୍ରେସ ଓ ଆମ୍‌ ଆଦମୀ ପାର୍ଟି ବିଶେଷ ରଣନୀତି ଆପଣାଇ ଜନତାଙ୍କ ହୃଦୟ ଜିତିବାକୁ କରୁଛନ୍ତି ଜୋରଦାର ପ୍ରୟାସ। ଗତକାଲି…