‘ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ…
ଓଏଲ୍ ବ୍ୟୁରୋ: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସର ନିର୍ଯାତନା ଦେବା ଘଟଣା ପୂରା ଦେଶରେ ହଇଚଇ ସୃଷ୍ଟି କରିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ଉକ୍ତ ତଦନ୍ତ ହେବ।…