୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ…
ଓଏଲ୍ ବ୍ୟୁରୋ: ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେପ୍ଟେମ୍ବର ୩୦ ଓ ଅକ୍ଟୋବର ୧ ତରିଖରେ ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡ ଗସ୍ତରେ ଯିବେ ବୋଲି ସୂଚନା ରହିଛି। ମୁଖ୍ୟମନ୍ତ୍ରୀ ୩୦ ତାରିଖରେ ଝାଡ଼ଖଣ୍ଡ ପହଞ୍ଚିବା ପରେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ। ସେଠାରେ ପ୍ରାକ୍…