Odisha Link
Bridging the Missing Links in Odisha
Daily Archives

September 28, 2024

୨୦ ଫୁଟ ତଳକୁ ଖସିଲା ତୀର୍ଥଯାତ୍ରୀ ବସ୍‌:…

ଓଏଲ୍‌ ବ୍ୟୁରୋ: ଅଧା ରହିଗଲା ଜଗା ଦର୍ଶନ। ପୁରୀ ତୀର୍ଥ ଯାତ୍ରା ପାଇଁ ଆସୁଥିବା କ୍ରିଷ୍ଣା ନାମକ ବସ୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଜାତୀୟ ରାଜପଥରୁ ୨୦ ଫୁଟ ତଳକୁ ଖସିଲା ଏକ ଯାତ୍ରୀବାହୀ ବସ୍‌। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୩ ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ…

ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ…

ଓଏଲ୍‌ ବ୍ୟୁରୋ: ଆଜି ଅପରାହ୍ନରେ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ରାଜ୍ୟ କ୍ୟାବିନେଟ ବୈଠକ। ଏହି ବୈଠକରେ ବିଭିନ୍ନ ବିଭାଗର ପ୍ରସ୍ତାବଗୁଡ଼ିକ ଉପରେ ଆଲୋଚନା ହେବ। ମିଳିଥିବା ସୂଚନା ଅନୁସାରେ, ଶନିବାର ଅପରାହ୍ନ ୫ଟାରେ…