Odisha Link
Bridging the Missing Links in Odisha
Daily Archives

September 30, 2024

ଭରତପୁର ଥାନା ମାମଲା: ବିଚାର ବିଭାଗୀୟ…

ଓଏଲ୍‌ ବ୍ୟୁରୋ: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାକୁ ନେଇ ଚର୍ଚ୍ଚା ଥମିବା ନାଁ ଧରୁନି। ଥାନାରେ ମେଜର ଓ ପୁଲିସ ବିବାଦ ମାମଲାକୁ ନେଇ ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ପ୍ରଥମ ବୈଠକ ଆରମ୍ଭ ହୋଇଛି। ଜଷ୍ଟିସ ଚିତ୍ତରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ…

୫୦୦ ଟଙ୍କିଆ ନୋଟରେ ମହାତ୍ମା ଗାନ୍ଧୀଙ୍କ…

ଓଏଲ୍‌ ବ୍ୟୁରୋ: ସୋସିଆଲ ମିଡିଆରେ ଭାରଇରାଲ ହେବାରେ ଲାଗିଛି '୫୦୦ ଟଙ୍କା'ର ଏକ ଫଟୋ। ଯେଉଁଥିରେ ମହାତ୍ମା ଗାନ୍ଧୀଙ୍କ ସ୍ଥାନରେ ଲାଗିଛି ବଲିଉଡର ବର୍ଷିଆନ ଅଭିନେତା ଅନୁପମ ଖେରଙ୍କ ଫଟୋ। ଖୋଦ ଅନୁପମ ଖେର ଟଙ୍କାରେ ନିଜ ଫଟୋ ଦେଖି ଆଚମ୍ବିତ ହୋଇଛନ୍ତି। ଏହି ଭାଇରାଲ ଟଙ୍କାକୁ ନେଇ ସୋସିଆଲ ମିଡିଆରେ…

ଜଳିଗଲା ବାଇକ୍: ଜୀବନ୍ତ ଜଳିଗଲେ ଚାଳକ,…

ଓଏଲ୍‌ ବ୍ୟୁରୋ: ବୀରମିତ୍ରପୁରରେ ଘଟିଥିବା ଏକ ଦୁଖଃଦ ଖବର ସାମ୍ନାକୁ ଆସିଛି। ବୀରମିତ୍ରପୁର ପୁଳପାଣି ରାସ୍ତାରେ ଦୁଇ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣା ପରେ ବାଇକ ଜଳିଯାଇଥିବାବେଳେ ଚାଳକ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଜଣଙ୍କୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର କରାଯାଇଥିବାବେଳେ ଆଉ ଜଣଙ୍କ ଅବସ୍ଥା…

ଭଦ୍ରକରେ କଡ଼ା କଟକଣା, ଆଉ ୪୮ ଘଣ୍ଟା…

ଓଏଲ୍‌ ବ୍ୟୁରୋ: ସୋସିଆଲ ମିଡିଆ ପୋଷ୍ଟରୁ ତୁମୁଳକାଣ୍ଡ। ଭଦ୍ରକ ଜିଲ୍ଲାରେ ୨ ଦିନ ପାଇଁ ଇଣ୍ଟରନେଟ୍‌ ସେବା ବନ୍ଦ କରାଯାଇଥିବାବେଳେ ଏବେ ଆଉ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ ରଖାଯାଇଛି। ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଦେଖା ଦେଇଥିବା ଉତ୍ତେଜନା ପରେ ଏଭଳି ଚରମ ନିଷ୍ପତ୍ତି ନେଇଛି ଜିଲ୍ଲା…

ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼…

ଓଏଲ୍‌ ବ୍ୟୁରୋ: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର। ଇ-କେୱାଇସିକୁ ନେଇ ସାଧାରଣରେ ଥିବା ଦ୍ୱନ୍ଦ୍ୱ ଦୂର କରିଛନ୍ତି ରାଜ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଯେଉଁ ପର୍ଯ୍ୟନ୍ତ ଶେଷ ବ୍ୟକ୍ତିଙ୍କର ଇ-କେୱାଇସି ସରିନାହିଁ, ସେତେବେଳେ ଯାଏଁ ଏହି ପ୍ରକ୍ରିୟା ଜାରି ରହିବ।…

ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି…

ଓଏଲ୍‌ ବ୍ୟୁରୋ: ଆଜି ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଥିବାରୁ ସେଦିନ ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ…

ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦା ସାହେବ…

ଓଏଲ୍‌ ବ୍ୟୁରୋ: ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିବ ଭାରତୀୟ ଚଳଚିତ୍ରର ସର୍ବୋଚ୍ଚ ସମ୍ମାନ ‘ଦାଦା ସାହେବ ଫାଲକେ’ରେ ସମ୍ବର୍ଦ୍ଧିତ କରାଯିବ। ଭାରତୀୟ ସିନେମାରେ ବିଶିଷ୍ଟ ଅବଦାନ ପାଇଁ ଏହି ସମ୍ମାନ ମିଳିବ। ଅକ୍ଟୋବର ୮ରେ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହରେ ମିଳିବ। ଏନେଇ ଟ୍ବିଟ୍ କରି…

ଭରତପୁର ଥାନା ଘଟଣା: ଆଜି ୫ ପୁଲିସ…

ଓଏଲ୍‌ ବ୍ୟୁରୋ: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାକୁ ନେଇ ଚର୍ଚ୍ଚା ଥମିବା ନାଁ ଧରୁନି। ଏହି ଘଟଣାରେ ନିଲମ୍ବିତ ଥାନା ଆଇଆଇସିଙ୍କ ସମେତ ୫ ପୁଲିସ ଅଧିକାରୀଙ୍କର ଆଜି ହେବ ପଲିଗ୍ରାଫ ଟେଷ୍ଟ। ଗୁଜରାଟ ଗାନ୍ଧିନଗରସ୍ଥିତ ଫୋରେନସିକ୍ ଲାବ୍ରୋଟୋରୀରେ ଆଜି ସେମାନଙ୍କର ସତ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଦୁଇ ଦିନିଆ…

ଓଏଲ୍ ବ୍ୟୁରୋ: ଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। କାର୍ଯ୍ୟସୂଚୀ ଅନୁଯାୟୀ, ସୋମବାର ଦିନ ୧୦ଟାରେ ଭୁବନେଶ୍ୱର ବିମାନବନ୍ଦରରୁ ବାହାରିବେ ମୁଖ୍ୟମନ୍ତ୍ରୀ। ଏହା ପରେ ଝାଡ଼ଖଣ୍ଡରେ ପହଞ୍ଚି ସେଠାରୁ ରାଞ୍ଚିରୁ ହେଲିକପ୍‌ଟର ଯୋଗେ ପଶ୍ଚିମ ସିଂହଭୂମରେ ପହଞ୍ଚିବେ। ଦିନ…

ନେପାଳରେ ଭୟଙ୍କର ବନ୍ୟା, ଗଲାଣି ୧୭୦…

ଓଏଲ୍ ବ୍ୟୁରୋ: ନେପାଳରେ ବନ୍ୟା ବିଭୀଷିକା। ଲଗାଣ ବର୍ଷାରେ ବିଭିନ୍ନ ଅଞ୍ଚଳ ଭୟଙ୍କର ସ୍ଥିତି ସୃଷ୍ଟି ହୋଇଛି। ଭୟଙ୍କର ବନ୍ୟାରେ ଏଯାଏଁ ୧୭୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଆହତ ହୋଇଛନ୍ତି। କେବଳ କାଠମାଣ୍ଡୁରେ ୩୪ ଜଣଙ୍କର ମୃତ୍ୟୁ ଘଟିଛି। ୪୨ରୁ ଅଧିକ ନିଖୋଜ ହୋଇଛନ୍ତି। ୪୫ ବର୍ଷ ଭିତରେ…