ଭରତପୁର ଥାନା ମାମଲା: ବିଚାର ବିଭାଗୀୟ…
ଓଏଲ୍ ବ୍ୟୁରୋ: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାକୁ ନେଇ ଚର୍ଚ୍ଚା ଥମିବା ନାଁ ଧରୁନି। ଥାନାରେ ମେଜର ଓ ପୁଲିସ ବିବାଦ ମାମଲାକୁ ନେଇ ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ପ୍ରଥମ ବୈଠକ ଆରମ୍ଭ ହୋଇଛି। ଜଷ୍ଟିସ ଚିତ୍ତରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ…