୨,୨୯୮ ହୋମଗାର୍ଡଙ୍କୁ ପୁନଃ ନିଯୁକ୍ତି…
ଓଏଲ୍ ବ୍ୟୁରୋ: ଲୋକସେବା ଭବନରେ ଚାଲିଛି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀ। ସରକାରକୁ ଆସିବା ପରେ ପ୍ରଥମ ଥର ପାଇଁ ସମସ୍ତ ଜିଲ୍ଲାାର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କୁ ନେଇ ବୈଠକ କରୁଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ମୁଖ୍ୟ ଶାସନ ସଚିବ ଉପସ୍ଥିତ…