Odisha Link
Bridging the Missing Links in Odisha
Daily Archives

October 2, 2024

ଧବଳମୁଖି ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ…

ଓଏଲ୍‌ ବ୍ୟୁରୋ: ମହାଳୟା ଅବସରରେ ଭକ୍ତମାନଙ୍କୁ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି ମାଁ ସମଲେଶ୍ବରୀ। ବର୍ଷସାରାର ସିନ୍ଦୂରବର୍ଣ୍ଣା ଉଜ୍ଜ୍ବଳ ତେଜକୁ ତ୍ୟାଗ କରି ଦୀପ୍ତିମନ୍ତ ଶ୍ବେତବର୍ଣ୍ଣ ଧାରଣ କରିଛନ୍ତି ସମଲେଶ୍ବରୀ। ବର୍ଷର ଅନ୍ୟ ଦିନମାନଙ୍କରେ ମା’ ସମଲେଇ ସିନ୍ଦୁରବର୍ଣ୍ଣା ରୂପରେ ରହିଥାନ୍ତି।…

ଭଦ୍ରକ: ୪ ଦିନ ପରେ ଇଣ୍ଟରନେଟ୍‌ ସେବା…

ଓଏଲ୍‌ ବ୍ୟୁରୋ: ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଉତ୍ତେଜନା ପରେ ଅଶାନ୍ତ ହୋଇପଡିଛି ଭଦ୍ରକ। ଭଦ୍ରକର ପୁରୁଣାବଜାର ଅଞ୍ଚଳରେ ୧୬୩ ଧାରା ଲାଗୁ ହୋଇଥିବାବେଳେ ୪ ଦିନ ପରେ ଇଣ୍ଟରନେଟ୍‌ ସେବା ସ୍ୱାଭାବିକ ହୋଇଛି। ଆଜି ମଧ୍ୟରାତ୍ରୀରୁ ସ୍ବାଭାବିକ ହୋଇଛି ଇଣ୍ଟରନେଟ୍‌। ଉତ୍ତେଜନା ଘଟଣାକୁ ନେଇ ବର୍ତ୍ତମାନ…

ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ…

ଓଏଲ୍‌ ବ୍ୟୁରୋ: ଆଜି ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ। ୧୮୬୯ ମସିହା ଆଜିର ଦିନରେ ଜନ୍ମ ନେଇଥିଲେ ଜାତିର ପିତା ମହାତ୍ମା ଗାନ୍ଧୀ। ଭାରତକୁ ଗୋଟିଏ ସୁତ୍ରରେ ବାନ୍ଧି ରଖିବାକୁ ସେ ଅହରହ ଉଦ୍ୟମ କରୁଥିଲେ। ଗାନ୍ଧୀ ଜୟନ୍ତୀରେ ମହାତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି।…

ଘାଟିରୁ ମିଳିଲା ମୃତଦେହ, ୫ ପୁଲିସଙ୍କ…

ଓଏଲ୍‌ ବ୍ୟୁରୋ: ଫୁଲବାଣୀ ଘାଟିରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ଘଟଣାକୁ ନେଇ ପୁଲିସ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୫ ପୁଲିସଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗୋଚ୍ଛାପଡ଼ା ଥାନା ଏଏସ୍ଆଇ, ହାବିଲଦାର ଓ ୩ ହୋମଗାର୍ଡଙ୍କ ଉପରେ…

ବସ୍ ଟ୍ରକ୍ ମୁହାଁମୁହିଁ ଧକ୍କା, ଏକାଧିକ…

ଓଏଲ୍‌ ବ୍ୟୁରୋ: ଲକ୍ଷ୍ମୀପୁର ଥାନା ଡୁମୁରିପଦର ରାସ୍ତାରେ ବଡ଼ ଦୁର୍ଘଟଣା ଘଟିଛି। କାଠ ବୋଝେଇ ଟ୍ରକ୍‌ ସହ ବସ୍ ମୁହାଁମୁହିଁ ଧକ୍କା ହୋଇଛି। ଟ୍ରକ୍‌ରେ ଚାପିହୋଇ ରହିଛନ୍ତି ଡ୍ରାଇଭର, ଉଦ୍ଧାର କାର୍ଯ୍ୟ ଜାରି ରହିଛି। ରାୟଗଡ଼ାରୁ ଜୟପୁର ଯିବାବେଳେ 'MSSB' ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ…

ଆଜି ଦେଶ ପାଳନ କରୁଛି ଗାନ୍ଧୀ ଜୟନ୍ତୀ ଓ…

ଓଏଲ୍‌ ବ୍ୟୁରୋ: ଆଜି ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ। ୧୮୬୯ ମସିହା ଆଜିର ଦିନରେ ଜନ୍ମ ନେଇଥିଲେ ଜାତିର ପିତା ମହାତ୍ମା ଗାନ୍ଧୀ। ଭାରତକୁ ଗୋଟିଏ ସୁତ୍ରରେ ବାନ୍ଧି ରଖିବାକୁ ସେ ଅହରହ ଉଦ୍ୟମ କରୁଥିଲେ। ମୁଠାଏ ଲୁଣକୁ ଗୋଟେ ଜାତିର ସ୍ୱାଭିମାନର ପ୍ରତୀକ ବୋଲି ଚିହ୍ନେଇ ଦେବା ସହ ବିନା ଅସ୍ତ୍ର ଓ…