Odisha Link
Bridging the Missing Links in Odisha

ପୁଣି ଭିଜିବ ଓଡ଼ିଶା, ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଓଏଲ୍‌ ବ୍ୟୁରୋ: ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ପୁଣି ଲଗାଣ ବର୍ଷା ସମ୍ଭାବନା ରହିଛି। ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ଉତ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି।

Leave A Reply

Your email address will not be published.