Odisha Link
Bridging the Missing Links in Odisha

ଖାତାକୁ ଗଲା ସୁଭଦ୍ରା ଟଙ୍କା

ଓଏଲ୍ ବ୍ୟୁରୋ: ସୁଭଦ୍ରା ଆବେଦନକାରୀଙ୍କ ପାଇଁ ଖୁସି ଖବର। ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ର ୧ ଟଙ୍କା ଆଜି ପ୍ରଦାନ କରାଯାଇଛି। ଆସନ୍ତା ୯ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଟଙ୍କା ଦିଆଯିବ। ଆଜି ସୁଦ୍ଧା ୩୨ ଲକ୍ଷ ଏମ୍‌ପିସିଆଇ କ୍ଲିୟରାନ୍ସ ସମ୍ପୂର୍ଣ୍ଣ ହୋଇଛି। ତେବେ ପରୀକ୍ଷା ମୂଳକ ଭାବେ ଆଜିଠାରୁ ସେହି ହିତାଧିକାରୀଙ୍କ ଏକ ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି।ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟରେ ପ୍ରାୟ ୪୦ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଟଙ୍କା ମିଳିବ। ତେବେ ଆସନ୍ତା ଡ଼ିସେମ୍ବର ସୁଦ୍ଧା ସମସ୍ତ ଆବେଦନକାରୀଙ୍କୁ ପ୍ରଥମ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି।

Leave A Reply

Your email address will not be published.