Odisha Link
Bridging the Missing Links in Odisha

ନୋବେଲ ପୁରସ୍କାର ୨୦୨୪: ସମ୍ମାନିତ ହେବେ ୨ ବୈଜ୍ଞାନିକ

ଓଏଲ୍‌ ବ୍ୟୁରୋ: ନୋବେଲ ପୁରସ୍କାର ୨୦୨୪ ଘୋଷଣା କରାଯାଇଛି। ମାଇକ୍ରୋ ଆରଏନଏ ଆବିଷ୍କାର ପାଇଁ ସଫଳତା ପାଇଛନ୍ତି ୨ ବୈଜ୍ଞାନିକ। ଦୁଇ ବୈଜ୍ଞାନିକଙ୍କୁ ମେଡିସିନ ପାଇଁ ନୋବେଲ ପୁରସ୍କାର ମିଳିବ। ଭିକ୍ଟର ଆମ୍ବ୍ରୋସ ଓ ଗ୍ୟାରି ରୁଭକୁନ ନୋବେଲ ପାଇବେ ବୋଲି ଘୋଷଣା ହୋଇଛି। ମାଇକ୍ରୋ ଆରଏନଏ ଆବିଷ୍କାର ପାଇଁ ନୋବେଲ ପୁରସ୍କାର ପାଇବେ।

Leave A Reply

Your email address will not be published.