Odisha Link
Bridging the Missing Links in Odisha
Daily Archives

October 8, 2024

ସୁଶାନ୍ତ ମହାନ୍ତିଙ୍କୁ କାର୍ଯ୍ୟକାରୀ…

ଓଏଲ୍‌ ବ୍ୟୁରୋ: ରାଜ୍ୟ ସୂଚନା କମିଶନର ଭାବେ ନିଯୁକ୍ତି ପାଇଥିବା ବରିଷ୍ଠ ସାମ୍ବାଦିକ ସୁଶାନ୍ତ କୁମାର ମହାନ୍ତିଙ୍କୁ ନୂଆ ଦାୟିତ୍ୱ ପ୍ରଦାନ ପାଇଁ ନିଷ୍ପତି ହୋଇଛି। ରାଜ୍ୟପାଳଙ୍କ ଅନୁମୋଦନକ୍ରମେ ସୁଶାନ୍ତ କୁମାର ମହାନ୍ତିଙ୍କୁ କାର୍ଯ୍ୟକାରୀ ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି।…

ଆଜି ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ,…

ଓଏଲ୍ ବ୍ୟୁରୋ: ଆଜି ମଙ୍ଗଳବାର ଅନୁଷ୍ଠିତ ହେବ ଛତିଶା ନିଯୋଗ ବୈଠକ। ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ସନ୍ଧ୍ୟା ୫ଟା ୩୦ ମିନିଟ ସମୟରେ ଏହି ବୈଠକ ଅନୁଷ୍ଠିତ ହେବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ବସିବ ଏହି ଛତିଶା ନିଯୋଗ ବୈଠକ। ଶ୍ରୀମନ୍ଦିରରେ ଆଗାମୀ ୧୪ତାରିଖ ଠାରୁ…

ହରିୟାଣା ନିର୍ବାଚନ: ଭିନେଶ ଫୋଗାଟଙ୍କୁ…

ଓଏଲ୍‌ ବ୍ୟୁରୋ: ଜମ୍ମୁ-କଶ୍ମୀର ଓ ହରିୟାଣାରେ ଭୋଟ ଗଣତି ଆରମ୍ଭ ହୋଇଛି। ଧାରା ୩୭୦ ଉଚ୍ଛେଦ ହେବା‌ପରେ ପ୍ରଥମ ଥର ପାଇଁ ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ହୋଇଛି। ଜମ୍ମୁ-କଶ୍ମୀରରେ ଭୋଟ ଗଣତିର ପ୍ରାରମ୍ଭିକ ଟ୍ରେଣ୍ଡ ସାମ୍ନାକୁ ଆସିଛି। ଜମ୍ମୁ କଶ୍ମୀରରେ ଏନସି ଓ କଂଗ୍ରେସ ମେଣ୍ଟ ଆଗୁଆ ରହିଛି।…

ଭିଜିଲାନ୍ସ ପଞ୍ଝାରେ ଜଣେ ବରିଷ୍ଠ…

ଓଏଲ୍‌ ବ୍ୟୁରୋ: ଗତ କିଛି ଦିନ ହେବ ଚାଲିଛି ସରକାରୀ ବାବୁଙ୍କ ମାଳମାଳ ସମ୍ପତିର ଖୋଳତାଡ଼। ଅନେକ ସରକାରୀ ବାବୁ ଭିଜିଲାନ୍ସ ଜାଲରେ ପଡିଥିବାବେଳେ ତଦନ୍ତ କରୁଛି ଭିଜିଲାନ୍ସ ଦଳ। ଏସବୁ ଭିତରେ ଭିଜିଲାନ୍ସ ପଞ୍ଝାରେ ପଡିଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଜଣେ ବରିଷ୍ଠ ଅଧିକାରୀ। ଆୟ ବହିର୍ଭୂତ…

ଜମ୍ମୁ-କଶ୍ମୀର ଜନମତ: ବିଜେପି ଠାରୁ…

ଓଏଲ୍‌ ବ୍ୟୁରୋ: ଜମ୍ମୁ-କଶ୍ମୀରରେ ଭୋଟ ଗଣତି ଆରମ୍ଭ ହୋଇଛି। ଧାରା ୩୭୦ ଉଚ୍ଛେଦ ହେବା‌ପରେ ପ୍ରଥମ ଥର ପାଇଁ ସେଠାରେ ବିଧାନସଭା ନିର୍ବାଚନ ହୋଇଛି। ଜମ୍ମୁ-କଶ୍ମୀରରେ ଭୋଟ ଗଣତିର ପ୍ରାରମ୍ଭିକ ଟ୍ରେଣ୍ଡ ସାମ୍ନାକୁ ଆସିଛି। ଜମ୍ମୁ କଶ୍ମୀରରେ ଏନସି ଓ କଂଗ୍ରେସ ମେଣ୍ଟ ଆଗୁଆ ରହିଛି। ବିଜେପି ଠାରୁ ଏନସି ଓ…

ହରିୟାଣା ଜନମତ: ଆଗରେ ବିଜେପି, ପଛରେ…

ଓଏଲ୍‌ ବ୍ୟୁରୋ: ହରିୟାଣା ନିର୍ବାଚନର ଭୋଟ ଗଣତି ପ୍ରାରମ୍ଭିକ ଟ୍ରେଣ୍ଡ ସାମ୍ନାକୁ ଆସିଛି। ପ୍ରଥମରୁ କଂଗ୍ରେସ ଆଗରେ ରହିଥିବାବେଳେ ବର୍ତ୍ତମାନ ବିଜେପି ଆଗରେ ରହିଛି। ଅପରପକ୍ଷରେ ଜମ୍ମୁ ଓ କଶ୍ମୀରରେ ବିଜେପି ଓ ଇଣ୍ଡି ମେଣ୍ଟ ମଧ୍ୟରେ କଡ଼ା ଟକ୍କର ଚାଲିଛି। ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଥିଲା।…