Odisha Link
Bridging the Missing Links in Odisha

ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ

ଓଏଲ୍‌ ବ୍ୟୁରୋ: ଆଜି ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟ ଓ ଦୁର୍ଗାପୂଜା ଭସାଣି ହେତୁ ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରଖାଯାଇଛି। ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.