Odisha Link
Bridging the Missing Links in Odisha

ପରଲୋକରେ କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ

ଓଏଲ୍‌ ବ୍ୟୁରୋ: କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ପ୍ରଭାତ ସାମନ୍ତରାୟଙ୍କ ପରଲୋକ ହୋଇଛି। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ବାର୍ଦ୍ଧକ୍ୟ ଜନିତରୋଗରେ ଆକ୍ରାନ୍ତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକତ୍ସାଧୀନ ଥିଲେ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ପ୍ରଭାତଙ୍କ ଦେହାନ୍ତ ନେଇ ସାନ ପୁଅ ସିଦ୍ଧାର୍ଥ ସାମନ୍ତରାୟ ସୂଚନା ଦେଇଛନ୍ତି।

Leave A Reply

Your email address will not be published.