ହରିୟାଣାରେ ବିଜେପି ସରକାର, ଶପଥ ନେଲେ…
ଓଏଲ୍ ବ୍ୟୁରୋ: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇ ହରିୟାଣା ନିର୍ବାଚନରେ ବାଜି ମାରିଛି ବିଜେପି। କାମ କରିଛି ମୋଦି ମ୍ୟାଜିକ। ତୃତୀୟ ଥର ପାଇଁ ହରିୟାଣାରେ ଭାଜପା ସରକାର ଗଠନ ହୋଇଛି। ନାୟବ ସିଂ ସଇନିଙ୍କୁ ପୁଣି ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଆଜିଠୁ…