Odisha Link
Bridging the Missing Links in Odisha
Daily Archives

October 17, 2024

ଭାରତ-ନ୍ୟୁଜିଲାଣ୍ଡ ଟେଷ୍ଟ: ସଙ୍କଟରେ…

ଓଏଲ୍‌ ବ୍ୟୁରୋ: ଭାରତ ଓ ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜର ପ୍ରଥମ ମୁକାବିଲା ବେଙ୍ଗାଲୁରୁର ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମ୍‌ରେ ଖେଳା ଯାଉଛି। ବର୍ଷା ବାଧାପ୍ରାପ୍ତ ମ୍ୟାଚର ପ୍ରଥମ ଦିନରେ ଟସ୍‌ ପଡ଼ି ପାରିନଥିଲା। ଦ୍ବିତୀୟ ଦିନ ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ବ୍ୟାଟିଂ କରିବାର…

୨୪ରେ ଶ୍ରୀମନ୍ଦିର ଆସିବେ ରାଷ୍ଟ୍ରପତି,…

ଓଏଲ୍‌ ବ୍ୟୁରୋ: ତିନିଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଚଳିତମାସ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତି ମୁର୍ମୁ ୩ ଦିନିଆ ଗସ୍ତରେ ଆସି ମୟୂରଭଞ୍ଜ, ପୁରୀ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରିବାର କାର୍ଯ୍ୟସୂଚୀ ରହିଛି। ୨୪ ତାରିଖ ଦିନ ୧୧ଟା ୨୦ରୁ…

ପରଲୋକରେ କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ

ଓଏଲ୍‌ ବ୍ୟୁରୋ: କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ପ୍ରଭାତ ସାମନ୍ତରାୟଙ୍କ ପରଲୋକ ହୋଇଛି। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ବାର୍ଦ୍ଧକ୍ୟ ଜନିତରୋଗରେ ଆକ୍ରାନ୍ତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକତ୍ସାଧୀନ ଥିଲେ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ…

ଗୁଆଘିଅରେ ମହାପ୍ରସାଦ ପ୍ରସ୍ତୁତି ଦାବି,…

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ। ମହାପ୍ରସାଦ ପ୍ରସ୍ତୁତି ଓ ଦୀପରେ କେବଳ ଓମଫେଡ୍ ଘିଅ ବ୍ୟବହାର ହେବ। ଏନେଇ ନିଷ୍ପତ୍ତି ହୋଇଥିବା ବେଳେ ଓମଫେଡକୁ ମୁଖ୍ୟ ପ୍ରଶାସକ ଚିଠି ଲେଖିଥିବା ସୂଚନା ମିଳିଛି। ଅନ୍ୟ ଘିଅ ବ୍ୟବହାର କରାଗଲେ ନିଆଯିବ କାର୍ଯ୍ୟାନୁଷ୍ଠାନ। ଏଭଳି ସତର୍କ…

ଆଜି ଶ୍ରୀମନ୍ଦିରରେ କୁମାର ପୂର୍ଣ୍ଣିମା,…

ଓଏଲ୍‌ ବ୍ୟୁରୋ: ଆଜି କୁମାର ପୂର୍ଣ୍ଣିମା ଉପଲକ୍ଷେ ମହାପ୍ରଭୁଙ୍କର ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତିକାନ୍ତି। ପରମ୍ପରା ଅନୁସାରେ ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ନୀତି ଶେଷ ହେବାପରେ ଶ୍ରୀଦେବୀ ଓ ଭୂଦେବୀଙ୍କୁ ଖଟଶେଯ ଘରେ ବିଜେ କରାଯିବ। ଏହା ପରେ ଆଜ୍ଞାମାଳ ପାଇ ଶ୍ରୀସୁଦର୍ଶନ ମହାପ୍ରଭୁ ଚଉଦୋଳରେ ଚାରି…

ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ…

ଓଏଲ୍‌ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତ ସମୟରେ ଗତକାଲି ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ସମୀକ୍ଷା କରିଛନ୍ତି। ପୀଡିତାଙ୍କ ସ୍ୱାସ୍ଥ୍ୟବସ୍ଥା ଓ ସୁସ୍ଥତା, ଦିଲ୍ଲୀ ପୋଲିସ ଦ୍ୱାରା ଚାଲିଥିବା ତଦନ୍ତର ଅଗ୍ରଗତି ଆଦି ସମ୍ପର୍କରେ…

ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନାୟବ…

ଓଏଲ୍‌ ବ୍ୟୁରୋ: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇ ହରିୟାଣା ନିର୍ବାଚନରେ ବାଜି ମାରିଛି ବିଜେପି। କାମ କରିଛି ମୋଦି ମ୍ୟାଜିକ।ତୃତୀୟ ଥର ପାଇଁ ହରିୟାଣାରେ ଭାଜପା ସରକାର ଗଠନ ହେବାକୁ ଯାଉଛି। ନାୟବ ସିଂ ସାଇନିଙ୍କୁ ପୁଣି ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରାଯାଇଛି। କେନ୍ଦ୍ରମନ୍ତ୍ରୀ ଅମିତ ଶାହ…