Odisha Link
Bridging the Missing Links in Odisha

ଆଜିଠୁ ମୁମ୍ବାଇରେ ନିବେଶକ ସମ୍ମିଳନୀ: ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ମୁମ୍ବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁମ୍ବାଇରେ ଓଡ଼ିଶା ସରକାରଙ୍କ ଦ୍ୱାରା ଆୟୋଜିତ ଦୁଇ ଦିନିଆ ନିବେଶକ ସମ୍ମିଳନୀ ଓ ରୋଡ୍ ସୋ’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି। ତାଙ୍କ ସହ ଶିଳ୍ପ ମନ୍ତ୍ରୀ ସଂପଦ ସ୍ୱାଇଁଙ୍କ ସହ ରାଜ୍ୟର ବରିଷ୍ଠ ଅଧିକାରୀମାନେ ସାମିଲ ହୋଇଛନ୍ତି। ଶିଳ୍ପାୟନ କ୍ଷେତ୍ରରେ ରାଜ୍ୟକୁ ଅଧିକ ପୁଞ୍ଜି ଆଣିବା ଲକ୍ଷ୍ୟରେ ଦିଲ୍ଲୀ ପରେ ମୁମ୍ବାଇରେ ଏଭଳି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଯେଉଁଥିରେ ନିବେଶକଙ୍କ ସହ ରାଜ୍ୟ ସରକାର ଆଲୋଚନା କରିବେ।

Leave A Reply

Your email address will not be published.