‘ଆଜି ଗଭୀର ଅବପାତ, ପ୍ରଭାବିତ ହେବ…
ଓଏଲ୍ ବ୍ୟୁରୋ: ବଢୁଛି ବାତ୍ୟା ଭୟ। ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବାତ୍ୟା ନେଇ ଭାରତୀୟ…