Odisha Link
Bridging the Missing Links in Odisha

ପର୍ଯ୍ୟଟକଙ୍କ ପାଇଁ ବଡ଼ ଖବର: ୩ ଦିନ ଶିମିଳିପାଳ ବନ୍ଦ

ଓଏଲ୍‌ ବ୍ୟୁରୋ: ବଢୁଛି ବାତ୍ୟା ଭୟ। ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସମ୍ଭାବ୍ୟ ବାତ୍ୟା ପାଇଁ ଶିମିଳିପାଳ ବନ୍ଦ ଘୋଷଣା କରାଯାଇଛି। ଅକ୍ଟୋବର ୨୩ ଅର୍ଥାତ ଆସନ୍ତାକାଲିଠୁ ୨୫ ତାରିଖ ଯାଏଁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବନ୍ଦ ରହିବ।

Leave A Reply

Your email address will not be published.