Odisha Link
Bridging the Missing Links in Odisha
Daily Archives

October 23, 2024

ମାଡ଼ି ଆସୁଛି ଦାନା, ବଡ଼ ସୂଚନା ଦେଲେ…

ଓଏଲ୍‌ ବ୍ୟୁରୋ: ମାଡ଼ି ଆସୁଛି ବାତ୍ୟା ‘ଦାନା’। ଏହା ୧୫ କିଲୋମିଟର ବେଗରେ ବଙ୍ଗୋପସାଗରରେ ଉତ୍ତରପଶ୍ଚିମ ଦିଗରେ ଅଗ୍ରସର ହେଉଛି। ବାତ୍ୟା ପାଇଁ ସରକାର ପ୍ରସ୍ତୁତି ଜାରି ରଖିଥିବାବେଳେ ବାତ୍ୟାକୁ ନେଇ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ବିପର୍ଯ୍ୟୟ ପରିଚାଳନା ଲାଗି ସରକାର…

୨୯ରୁ ୩ ଦିନିଆ ଡିଜିପି ସମ୍ମିଳନୀ,…

ଓଏଲ୍‌ ବ୍ୟୁରୋ: ଆସନ୍ତା ୨୯ ତାରିଖରୁ ଭୁବନେଶ୍ବରରେ ୩ ଦିନିଆ ଡିଜିପି ସମ୍ମିଳନୀ ଆୟୋଜିତ ହେବ। ଏହି ସମ୍ମିଳନୀରେ ସବୁ ରାଜ୍ୟର ପୁଲିସ ମହାନିର୍ଦ୍ଦେଶକ ଯୋଗଦେବେ। ସମ୍ମିଳନୀରେ ମାଓ ମୁକାବିଲା, ଆଇନଶୃଙ୍ଖଳା ଆଲୋଚନା ହେବ। ତେବେ ହିଁ ସମୟରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଥିବାବେଳେ…

ପର୍ଯ୍ୟଟକଙ୍କ ପାଇଁ ବଡ଼ ଖବର: ଦୁଇ ଦିନ…

ଓଏଲ୍‌ ବ୍ୟୁରୋ: ସ୍ଥଳଭାଗ ଛୁଇଁଲା ବାତ୍ୟାର ବାହ୍ୟବଳୟ। ଭଦ୍ରକ, କେନ୍ଦ୍ରାପଡ଼ାର କିଛି ଅଞ୍ଚଳରେ ବାତ୍ୟାର ବାହ୍ୟ ବଳୟ ସ୍ପର୍ଶ କରିଥିବା ନେଇ ପାରାଦୀପ ରାଡାର୍‌ ତଥ୍ୟରୁ ପାଣିପାଗ ବିଜ୍ଞାନୀ ସୂଚନା ଦେଇଛନ୍ତି। ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ନନ୍ଦନକାନନ ବନ୍ଦ ରଖାଯିବା ନେଇ ନିଷ୍ପତି ନିଆଯାଇଛି।…

ପୁରୀ: ହବିଷ୍ୟାଳୀଙ୍କ ପାଇଁ ବଡ଼ ଖବର, ୨…

ଓଏଲ୍‌ ବ୍ୟୁରୋ: ସ୍ଥଳଭାଗ ଛୁଇଁଲା ବାତ୍ୟାର ବାହ୍ୟବଳୟ। ଭଦ୍ରକ, କେନ୍ଦ୍ରାପଡ଼ାର କିଛି ଅଞ୍ଚଳରେ ବାତ୍ୟାର ବାହ୍ୟ ବଳୟ ସ୍ପର୍ଶ କରିଥିବା ନେଇ ପାରାଦୀପ ରାଡାର୍‌ ତଥ୍ୟରୁ ପାଣିପାଗ ବିଜ୍ଞାନୀ ସୂଚନା ଦେଇଛନ୍ତି। ବାତ୍ୟାକୁ ନଜରରେ ହବିଷ୍ୟାଳୀଙ୍କ ସୁରକ୍ଷା ପାଇଁ ଶ୍ରୀମନ୍ଦିର ପ୍ରଶାସନ ବଡ଼ ନିଷ୍ପତି…

ବଡ଼ ଖବର: ୫ଟି ଗୁରୁତ୍ବପୂର୍ଣ୍ଣ…

ଓଏଲ୍‌ ବ୍ୟୁରୋ: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଆୟୋଜିତ ହୋଇଛି। ବୈଠକରେ ୫ଟି ନୂଆ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ପାରିତ ହୋଇଥିବା ସୂଚନା ରହିଛି। ‘ସୁଭଦ୍ରା’ ଯୋଜନାରେ ସଂଶୋଧନ ପାଇଁ କ୍ୟାବିନେଟ୍‌ ନିଷ୍ପତ୍ତି ନିଆଯାଇଛି। ‘ସୁଭଦ୍ରା’ ଯୋଜନାରେ ସଂଶୋଧନ…

ମହିଳାଙ୍କ ପାଇଁ ଖୁସି ଖବର, ସୁଭଦ୍ରା…

ଓଏଲ୍‌ ବ୍ୟୁରୋ: ଦୀପାବଳି ପୂର୍ବରୁ ମହିଳାଙ୍କ ପାଇଁ ଖୁସି ଖବର। ରାଜ୍ୟ କ୍ୟାବିନେଟରେ ସୁଭଦ୍ରା ଯୋଜନାକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ସୁଭଦ୍ରା ଯୋଜନାରେ ସଂଶୋଧନ ପାଇଁ କ୍ୟାବିନେଟ୍‌ ନିଷ୍ପତ୍ତି। ବାଦ୍‌ ପଡ଼ିଥିବା ୨ ଲକ୍ଷ ୬୭ ହଜାର ଆବେଦନର ସାନି ବିଚାର ପାଇଁ ନିଷ୍ପତ୍ତି ନେଇଛନ୍ତି…

ୱାୟନାଡ଼: ପ୍ରାର୍ଥୀପତ୍ର ଦାଖଲ କଲେ…

ଓଏଲ୍‌ ବ୍ୟୁରୋ: ନାମାଙ୍କନ ଦାଖଲ କଲେ କଂଗ୍ରେସ ପ୍ରାର୍ଥୀନି ପ୍ରିୟଙ୍କା ଗାନ୍ଧୀ। କେରଳର ୱାୟନାଡ଼ ଲୋକସଭା ଆସନରେ ହେବାକୁ ଥିବା ଉପ-ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ପ୍ରିୟଙ୍କା। ନାମାଙ୍କନ ପତ୍ର ଦାଖଲ ସମୟରେ ତାଙ୍କ ଭାଇ ତଥା ଲୋକସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା…

୨୭ରେ ହେବନି ଓସିଏସ୍ ପ୍ରିଲିମିନାରୀ,…

ଓଏଲ୍‌ ବ୍ୟୁରୋ: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ୍ ସର୍ଭିସେସ୍ (ଓସିଏସ୍) ପ୍ରିଲିମିନାରୀ ପରୀକ୍ଷା ସ୍ଥଗିତ ରଖାଯାଇଛି। ବାତ୍ୟା ପାଇଁ ଏହି ପରୀକ୍ଷା ସ୍ଥଗିତ ରଖାଯାଇଛି। ଓପିଏସ୍‌ସି ପକ୍ଷରୁ ଏହାର ଅଫିସିଆଲ ୱେବସାଇଟ୍‌ରେ ସୂଚନା ପ୍ରକାଶ ପାଇଛି। ଅକ୍ଟୋବର ୨୭ରେ…

ବାତ୍ୟା ପୂର୍ବରୁ ବିଦ୍ୟୁତ୍ ସେବା ଠପ୍,…

ଓଏଲ୍‌ ବ୍ୟୁରୋ: ସ୍ଥଳଭାଗ ଛୁଇଁଲା ବାତ୍ୟାର ବାହ୍ୟବଳୟ। ଭଦ୍ରକ, କେନ୍ଦ୍ରାପଡ଼ାର କିଛି ଅଞ୍ଚଳରେ ବାତ୍ୟାର ବାହ୍ୟ ବଳୟ ସ୍ପର୍ଶ କରିଥିବା ନେଇ ପାରାଦୀପ ରାଡାର୍‌ ତଥ୍ୟରୁ ପାଣିପାଗ ବିଜ୍ଞାନୀ ସୂଚନା ଦେଇଛନ୍ତି। ବାତ୍ୟା ସମୟରେ ବିଦ୍ୟୁତ ବିଭାଗ ସଜାଗ ଥିବା ସୂଚନା ଦେଇଥିବାବେଳେ ବାତ୍ୟା ପୂର୍ବରୁ ଭିନ୍ନ…

ପାରାଦୀପରେ ଲାଗୁ ହେବ ୧୬୩, ନଦୀବନ୍ଧରେ…

ଓଏଲ୍‌ ବ୍ୟୁରୋ: ସ୍ଥଳଭାଗ ଛୁଇଁଲା ବାତ୍ୟାର ବାହ୍ୟବଳୟ। ଭଦ୍ରକ, କେନ୍ଦ୍ରାପଡ଼ାର କିଛି ଅଞ୍ଚଳରେ ବାତ୍ୟାର ବାହ୍ୟ ବଳୟ ସ୍ପର୍ଶ କରିଥିବା ନେଇ ପାରାଦୀପ ରାଡାର୍‌ ତଥ୍ୟରୁ ପାଣିପାଗ ବିଜ୍ଞାନୀ ସୂଚନା ଦେଇଛନ୍ତି। ବାତ୍ୟା ପ୍ରଭାବରେ କିଛି ସ୍ଥାନରେ ପାଗ କୋହଲା ଦେଖିବାକୁ ମିଳିଛି। ପାରାଦୀପରୁ ୫୬୦ କିମି…