Odisha Link
Bridging the Missing Links in Odisha

ଆଜି ରାଜ୍ୟ କ୍ୟାବିନେଟ ବୈଠକ, ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ହେବ ଆଲୋଚନା

ଓଏଲ୍‌ ବ୍ୟୁରୋ: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ରାଜ୍ୟ କ୍ୟାବିନେଟ ବୈଠକ। ଏହି ବୈଠକରେ ବିଭିନ୍ନ ବିଭାଗର ପ୍ରସ୍ତାବଗୁଡ଼ିକ ଉପରେ ଆଲୋଚନା ହେବ। ବୈଠକରେ ସମବାୟ, ପଂଚାୟତିରାଜ, ଗ୍ରାମ୍ୟ ଉନ୍ନୟନ ସମ୍ପର୍କରେ ଆଲୋଚନା ହେବ। ଏହା ସମେତ ବାତ୍ୟା ସମ୍ପର୍କରେ ଆଲୋଚନା ହେବା ନେଇ ସୂଚନା ରହିଛି।

Leave A Reply

Your email address will not be published.