Odisha Link
Bridging the Missing Links in Odisha

ମହିଳାଙ୍କ ପାଇଁ ଖୁସି ଖବର, ସୁଭଦ୍ରା ଯୋଜନାରେ ସଂଶୋଧନ କଲେ ସରକାର

ଓଏଲ୍‌ ବ୍ୟୁରୋ: ଦୀପାବଳି ପୂର୍ବରୁ ମହିଳାଙ୍କ ପାଇଁ ଖୁସି ଖବର। ରାଜ୍ୟ କ୍ୟାବିନେଟରେ ସୁଭଦ୍ରା ଯୋଜନାକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ସୁଭଦ୍ରା ଯୋଜନାରେ ସଂଶୋଧନ ପାଇଁ କ୍ୟାବିନେଟ୍‌ ନିଷ୍ପତ୍ତି। ବାଦ୍‌ ପଡ଼ିଥିବା ୨ ଲକ୍ଷ ୬୭ ହଜାର ଆବେଦନର ସାନି ବିଚାର ପାଇଁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର।

ସୂଚନାଥାଉକି, ରାଜ୍ୟରେ ଏପର୍ଯ୍ୟନ୍ତ ୧ କୋଟି ୨ ଲକ୍ଷ ମହିଳା ସୁଭଦ୍ରା ଯୋଜନା ଆବେଦନ କରିଛନ୍ତି। ସେ ମଧ୍ୟରୁ ୬୦ ଲକ୍ଷ ଆବେଦନକାରୀ ଗୋଟିଏ କିସ୍ତି ପାଇ ସାରିଛନ୍ତି।

Leave A Reply

Your email address will not be published.