ସ୍ଥଳଭାଗ ମୁହାଁ ବାତ୍ୟା, ଆଶ୍ରୟସ୍ଥଳୀରେ…
ଓଏଲ୍ ବ୍ୟୁରୋ: ଅଶାନ୍ତ ହେଉଛି ସମୁଦ୍ର। ସ୍ଥଳଭାଗ ମୁହାଁ ବାତ୍ୟା ‘ଦାନା’। ସମୁଦ୍ର ଭାଗରେ ଭୀଷଣ ବାତ୍ୟାର ରୂପ ନେଇସାରିଛି ‘ଦାନା’। ଆଜି ରାତିରୁ ଆସନ୍ତାକାଲି ସକାଳ ଭିତରେ ଭିତରକନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିବ। ପାରାଦୀପଠାରୁ ବାତ୍ୟା ୧୮୦ କିଲୋମିଟର ଦୂରରେ ଥିବାବେଳେ ଧାମରାଠାରୁ ୨୧୦…