ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ:…
ଓଏଲ୍ ବ୍ୟୁରୋ: ଜମ୍ମୁ-କଶ୍ମୀରରୁ ଦୁଃଖଦ ଖବର ସାମ୍ନାକୁ ଆସିଛି। ଆତଙ୍କବାଦୀଙ୍କ ଆକ୍ରମଣରେ ଦୁଇ ଯବାନ ସହିଦ ହୋଇଛନ୍ତି। ଜମ୍ମୁ-କାଶ୍ମୀରର ଗୁଲମର୍ଗ ନିକଟରେ ସେନା ଗାଡ଼ି ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ। ଏଥିରେ ୨ ଯବାନ ସହିଦ ହୋଇଛନ୍ତି। ଏହା ବ୍ୟତିତ ୩ ଜଣ ଯବାନ ଆହତ ହୋଇଛନ୍ତି। ଆହତ…