Odisha Link
Bridging the Missing Links in Odisha

ଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ୩୦ ତାରିଖ ବୁଧବାର କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହ ମାନଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ନୀତି ଶେଷ ହେବାପରେ ଆପାତତଃ ଅପରାହ୍ନ ୫ ଘଟିକା ଠାରୁ ରାତ୍ର ୧୦ଘଟିକା ପର୍ଯ୍ୟନ୍ତ ପ୍ରାୟ ୫ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦତ୍ତ ମହାପାତ୍ର ଓ ଦଇତାପତି ସେବକ ମାନେ ଏହି ଗୁପ୍ତନୀତି ସମ୍ପାଦନ କରିବେ।

Leave A Reply

Your email address will not be published.