Odisha Link
Bridging the Missing Links in Odisha
Daily Archives

October 29, 2024

ବିହାରରେ ୨ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ,…

ଓଏଲ୍‌ ବ୍ୟୁରୋ: ବିହାର ପାଟ୍‌ନା ମେଟ୍ରୋ ନିର୍ମାଣ ସ୍ଥଳରେ ଭୟଙ୍କର ଦୁର୍ଘଟଣା ଘଟିଛି। ମେଟ୍ରୋ ଟନେଲ କାମ ବେଳେ ଅଘଟଣ ଘଟି ୨ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେହିପରି ୮ ଜଣ ଆହତ ହୋଇଛନ୍ତି। ଏହି ଦୁଇ ଶ୍ରମିକ ଓଡିଶା ବାସିନ୍ଦା ବୋଲି ରାଜ୍ୟ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ସ୍ପଷ୍ଟ…

ବିବାଦରେ ଶିଳ୍ପା, କାର୍ଯ୍ୟାନୁଷ୍ଠାନ ନେଇ…

ଓଏଲ୍‌ ବ୍ୟୁରୋ: ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କୁ ନେଇ ଚର୍ଚ୍ଚା ଜୋର ଧରିଛି। ବିବାଦରେ ଫଶିଛନ୍ତି ଏହି ଲୋକପ୍ରିୟ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ । ସୋମବାର  ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିଲେ ଶିଳ୍ପା । ଏହି ସମୟ ମଧ୍ୟରେ ସେ ବାବା ଲିଙ୍ଗରାଜଙ୍କୁ ଦର୍ଶନ ପାଇଁ…

ଓଡ଼ିଶାରେ ବଢ଼ିବ ବାଘ ସଂଖ୍ୟା,…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ବଢ଼ିବ ବାଘ ସଂଖ୍ୟା। ଓଡ଼ିଶାକୁ ୫ଟି ବାଘୁଣୀ ଆସିବେ। ଏନେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ସୂଚନା ଦେଇଛନ୍ତି। ଖୁବ୍ କମ୍ ଦିନ ଭିତରେ ମହାରାଷ୍ଟ୍ରରୁ ଓଡ଼ିଶାକୁ ବାଘୁଣୀ ଆସିବେ। ଶିମିଳିପାଳରେ ଏବେ ୪୦ ବାଘ ଅଛନ୍ତି। ବଂଶ ବିସ୍ତାର ପାଇଁ ଓଡ଼ିଶାକୁ ୫ଟି ବାଘୁଣୀ ଅଣାଯିବ। ସୂଚନା…

ଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ଜଗା…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ୩୦ ତାରିଖ ବୁଧବାର କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହ ମାନଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ନୀତି ଶେଷ ହେବାପରେ ଆପାତତଃ ଅପରାହ୍ନ ୫ ଘଟିକା ଠାରୁ ରାତ୍ର ୧୦ଘଟିକା ପର୍ଯ୍ୟନ୍ତ ପ୍ରାୟ ୫ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ…

୫୧ ହଜାର ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର…

ଓଏଲ୍‌ ବ୍ୟୁରୋ: ୫୧ ହଜାର ଯୁବକଯୁବତୀଙ୍କୁ ମିଳିଲା ନିଯୁକ୍ତି। ଆଭାସୀ ଜରିଆରେ ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ।ରୋଜଗାର ମେଳା ଜରିଆରେ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୫୧,୦୦୦ରୁ ଅଧିକ ମନୋନୀତ ପ୍ରାର୍ଥୀଙ୍କୁ ନିଯୁକ୍ତି…

ବିଜେଡିରୁ ନିଲମ୍ବିତ ହେଲେ ବ୍ଲକ…

ଓଏଲ୍‌ ବ୍ୟୁରୋ: ଢେଙ୍କାନାଳ ଗଁନ୍ଦିଆର ବ୍ଲକ ଅଧ୍ୟକ୍ଷ ରୀନାରାଣୀ ଖଟୁଆ ବିଜେଡିରୁ ନିଲମ୍ବିତ ହୋଇଛନ୍ତି। ଦଳବିରୋଧୀ କାର୍ଯ୍ୟ ପାଇଁ କରାଯାଇଛି ନିଲମ୍ବନ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରୀନାରାଣୀ ଖଟୁଆଙ୍କୁ ବିଜେଡିରୁ ନିଲମ୍ବିତ କରିଛନ୍ତି। ବିଜେଡି ମିଡିଆ ସଂଯୋଜକ ପ୍ରିୟବତ ମାଝୀ ଏନେଇ ସୂଚନା…

ଅଭୁଲା ଅକ୍ଟୋବର ୧୯୯୯, ମହାବାତ୍ୟାକୁ…

ଓଏଲ୍‌ ବ୍ୟୁରୋ: ପ୍ରକୃତିର ତାଣ୍ଡବ, ଘନ ଅନ୍ଧକାର ମଧ୍ୟରେ କେବଳ ପବନର ଶବ୍ଦ। ପ୍ରଚଣ୍ଡ ବର୍ଷା ଓ ବିଜୁଳି ଆଲୋକରେ ଘରୁ ବାହାରିବା ଥିଲା କଷ୍ଟକର। ହଠାତ୍‌ ସମୁଦ୍ରରୁ ମାଡ଼ି ଆସିଲା ନଡ଼ିଆ ଗଛ ପ୍ରାୟ ଉଚ୍ଚର ଜୁଆର। ନିମିଷକ ମଧ୍ୟରେ ନିଶ୍ଚିହ୍ନ ହୋଇଗଲା ସବୁକିଛି। କିଏ କେଉଁଠି ରହିଲେ, କୁଆଡ଼େ ଗଲେ କିଛି…

ପର୍ଯ୍ୟଟକଙ୍କ ପାଇଁ ବଡ଼ ଖବର, ଖୋଲିଲା…

ଓଏଲ୍‌ ବ୍ୟୁରୋ: ପର୍ଯ୍ୟଟକଙ୍କ ପାଇଁ ବଡ଼ ଖବର। ଆଜିଠୁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ। ବାତ୍ୟା ‘ଦାନା’ ଓ ଅତ୍ୟଧିକ ବର୍ଷା ପାଇଁ ଗତ ୨୩ ତାରିଖ ଠାରୁ ୨୮ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟକୁ ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ରଖାଯାଇଥିଲା। ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ…

ଆଜି ଧନତେରସ, ଆକାଶଛୁଆଁ ସୁନା ଦର

ଓଏଲ୍‌ ବ୍ୟୁରୋ: ପ୍ରତିବର୍ଷ କାର୍ତ୍ତିକ ମାସର କୃଷ୍ଣ ପକ୍ଷ ତ୍ରୟୋଦଶୀରେ ଧନତେରସ ପର୍ବ ପାଳନ କରାଯାଏ। ଏହା ଧନ ତ୍ରୋୟୋଦଶୀ ନାମରେ ମଧ୍ୟ ଜଣାଶୁଣା। ଏହି ଦିନ ପ୍ରଦୋଷ ଉପବାସ ମଧ୍ୟ ପାଳନ କରାଯାଏ, ଯେଉଁଥିରେ ସନ୍ଧ୍ୟାରେ ଭଗବାନ ଶିବଙ୍କୁ ପୂଜା କରାଯାଏ। ଚଳିତ ବର୍ଷ ଧନତେରସ ଦିନ ତ୍ରିପୁଷ୍କର ଯୋଗ ଗଠିତ…

ଦୀପାବଳି ପୂର୍ବରୁ ଭୟଙ୍କର ବିସ୍ଫୋରଣ,…

ଓଏଲ୍‌ ବ୍ୟୁରୋ: ଆଉ ଦିନକ ପରେ ଆଲୋକର ପର୍ବ ଦୀପାବଳି। ଆଲୋକର ପର୍ବ ଦୀପାବଳି ପାଇଁ ସାରା ଦେଶ ଚଳଚଂଚଳ। ଏ ସବୁ ଭିତରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଦୀପାବଳି ପୂର୍ବରୁ କେରଳରେ ଭୟଙ୍କର ବାଣ ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ୧୫୦ରୁ ଉର୍ଦ୍ଧ୍ବ ଆହତ ହୋଇଥିବା ସୂଚନା ରହିଛି। ନିଲେଶ୍ବରମଠାରେ…