Odisha Link
Bridging the Missing Links in Odisha
Monthly Archives

October 2024

ସୁନନ୍ଦା କହିଲେ ବିଜେଡି ପରାଜୟର ବଡ଼…

ଓଏଲ୍‌ ବ୍ୟୁରୋ: ସରକାରରୁ ଗାଦିଚ୍ୟୁତ ହେବା ପରେ ବିଜୁ ଜନତା ଦଳକୁ ନେଇ ପ୍ରତିଦିନ ଆସୁଛି ନୂଆ କଥା। ବିଜେପି ବିଜେଡିକୁ ଟାର୍ଗେଟ କରୁଥିବା ବେଳେ ବିଜେଡି ନେତା ଦଳୀୟ କନ୍ଦଳ କଥା କହିବାରେ ଲାଗିଛନ୍ତି। ଏସବୁ ମଧ୍ୟରେ ସାମ୍ନାକୁ ଆସିଛନ୍ତି ବିଜେଡିରୁ ଇସ୍ତଫା ଦେଇଥିବା ପୂର୍ବତନ ବରୀ ବିଧାୟିକା ସୁନନ୍ଦା…

ପିଏମ୍‌ ଆବାସ ନିର୍ମାଣରେ ବିଳମ୍ବ, ୮୪୩…

ଓଏଲ୍‌ ବ୍ୟୁରୋ: ମୟୂରଭଞ୍ଜ ଜିଲ୍ଲାରେ ଗ୍ରାମୀଣ ଗୃହ ନିର୍ମାଣ କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରିଥିବା ୮୪୩ ଜିଓ ଟ୍ୟାଗ୍‌ଡ ଅଫିସରଙ୍କ ଦରମା ବନ୍ଦ କରାଯାଇଛି। ଆୟତନରେ ବଡ଼ ହେଲେ ବି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ତାଲିକାରେ ପଛରେ ରହିଛି ମୟୂରଭଞ୍ଜ ଜିଲ୍ଲା। ଏପରି ରିପୋର୍ଟ ପ୍ରକାଶ ପାଇବା ପରେ ଆକ୍ସନ…

ବାହାନଗା ଦୁର୍ଘଟଣା: ଗିରଫ ୩ ଜଣଙ୍କୁ…

ଓଏଲ୍‌ ବ୍ୟୁରୋ: ଗତ ବର୍ଷ ଜୁନ ମାସ ୨ ତାରିଖ ସନ୍ଧ୍ୟାରେ ବାଲେଶ୍ୱର ଜିଲ୍ଲା ବାହାନଗାରେ ଘଟିଯାଇଥିବା ମର୍ମନ୍ତୁଦ ଦୁର୍ଘଟଣା ଆଜି ପର୍ଯ୍ୟନ୍ତ ମନରୁ ଲିଭି ନାହିଁ। ଏହି ଦୁର୍ଘଟଣାରେ ୨୯୩ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିବା ସହ ୧ ହଜାରରୁ ଅଧିକ ଆହତ ହୋଇଥିଲେ। ଏହି ଘଟଣାରେ ଗିରଫ ହୋଇଥିବା ୩ ଜଣଙ୍କୁ ଜାମିନ…

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତି: ପ୍ରତି…

ଓଏଲ୍‌ ବ୍ୟୁରୋ: ୧୯୯୯ ମସିହାର ଛାତିଥରା ମହାବାତ୍ୟାକୁ ମଙ୍ଗଳବାର ଦିନ ୨୫ ବର୍ଷ ପୂରିଛି। ମୃତ୍ୟୁର ସେ କରାଳ ତାଣ୍ଡବର ବିକଳ ଦୃଶ୍ୟ ଏବେ ବି ସତେଜ ଅଛି। ପ୍ରତିବର୍ଷ ଏମିତି କେତେ ବାତ୍ୟା, ବନ୍ୟା, ମରୁଡ଼ି ଭଳି ବିପତ୍ତି ଆସିଛି ଓ ଯାଇଛି। ହେଲେ ଓଡ଼ିଶା ଧୈର୍ଯ୍ୟର ସହ ସେସବୁକୁ ସାମନା କରିଛି ଏବଂ ବିକାଶ…

୧୦୮ ଆମ୍ବୁଲାନ୍ସ ସେବା ସ୍ୱାଭାବିକ,…

ଓଏଲ୍‌ ବ୍ୟୁରୋ: ନୂଆ ଟେଣ୍ଡର ପାଇଥିବା କମ୍ପାନୀ ବିରୋଧରେ ପୁରୀ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ଅସନ୍ତୋଷ ପ୍ରକାଶ କରି ରବିବାର କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଥିଲା। ନଭେମ୍ବର ୧ରୁ କାର୍ଯ୍ୟବନ୍ଦ କରିବାକୁ ମହାସଂଘ ପକ୍ଷରୁ ଗଣମାଧ୍ୟମକୁ ଅବଗତ କରାଯାଇଥିଲା। ଯାହାକୁ ନେଇ ବିଜେପି…

ହାଇକୋର୍ଟଙ୍କ ବଡ଼ ନିଷ୍ପତି: ୨୦ରୁ କମ୍…

ଓଏଲ୍‌ ବ୍ୟୁରୋ: ବିଦ୍ୟାଳୟ ମିଶ୍ରଣ ନିଷ୍ପତ୍ତିକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ୨୦ରୁ କମ୍ ପିଲା ଥିବା ସ୍କୁଲକୁ ବନ୍ଦ କରି ପାଖ ସ୍କୁଲରେ ମିଶ୍ରଣ ଲାଗି ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିକୁ ହାଇକୋର୍ଟ କାଏମ ରଖିଛନ୍ତି। ତେବେ ମିଶ୍ରଣକୁ ବିରୋଧ କରୁଥିବା ଆବେଦନକାରୀ ଜିଲ୍ଲା ଅଭିଯୋଗ ସେଲରେ ଅଭିଯୋଗ…

ଇସ୍କନର ଅଦିନିଆ ରଥଯାତ୍ରା, ଚିଠି ଲେଖିଲେ…

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି ଇସ୍କନର ଅଦିନିଆ ରଥଯାତ୍ରା। ଆମେରିକା ହ୍ୟୁଷ୍ଟନରେ ହେବାକୁ ଥିବା ଇସ୍କନର ଅଦିନିଆ ରଥଯାତ୍ରା ଓ ସ୍ନାନଯାତ୍ରାକୁ ନେଇ ବିବାଦ ହେଉଥିବାବେଳେ ଅଦିନରେ ଇସ୍କନର ରଥଯାତ୍ରା ଆୟୋଜନ ଉପରେ ଆପତ୍ତି ଉଠାଇଲେ ଗଜପତି ମହାରାଜା। ଆମେରିକା ହ୍ୟୁଷ୍ଟନରେ ଇସ୍କନ…

ଏଥର ଦୀପାବଳିରେ ୨ ଘଣ୍ଟା ବାଣ ଫୁଟାଇବାକୁ…

ଓଏଲ୍‌ ବ୍ୟୁରୋ: ଦୀପାବଳିରେ ବାଣ ଫୁଟାଇବା ନେଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ଏଥିରେ ସନ୍ଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବା ଲାଗି ଅନୁମତି ମିଳିଛି। ତେବେ କମ୍‍ ପ୍ରଦୂଷଣଯୁକ୍ତ ଏବଂ ୧୨୫ ଡେସିବଲ୍‍ରୁ କମ୍‍ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବାକୁ…

କେନ୍ଦ୍ର ସରକାର ଦେଲେ ଖୁସି ଖବର, କମିବ…

ଓଏଲ୍‌ ବ୍ୟୁରୋ: କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କମିବ ପେଟ୍ରୋଲ ଓ ଡିଜେଲ ଦର। ତେବେ ଏଥିରୁ ଲାଭ ପାଇବେ ତୈଳ ଡିପୋରୁ ଦୂରଦୂରାନ୍ତରେ ଥିବା ସ୍ଥାନର ଉପଭୋକ୍ତା। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ଓଡ଼ିଶାର ୯ଟି ସ୍ଥାନରେ ଉପଭୋକ୍ତା ଉପକୃତ ହେବେ। ଏନେଇ 'ଏକ୍ସ'ରେ ପେଟ୍ରୋଲିୟମ…

ଆଜି ବିଶ୍ୱ ମିତବ୍ୟୟିତା ଦିବସ, ଜାଣନ୍ତୁ…

ଓଏଲ୍‌ ବ୍ୟୁରୋ: ପ୍ରତିବର୍ଷ ଅକ୍ଟୋବର ୩୧ରେ ସମଗ୍ର ବିଶ୍ୱରେ ବିଶ୍ୱ ମିତବ୍ୟୟିତା ଦିବସ ପାଳନ କରାଯାଉଥିବା ବେଳେ ଆମ ଦେଶ ଭାରତରେ ଏହା ପ୍ରତିବର୍ଷ ଅକ୍ଟୋବର ୩୦ରେ ପାଳନ କରାଯାଇଥାଏ। ଜନସାଧାରଣଙ୍କୁ ଆର୍ଥିକ ସୁରକ୍ଷା ଏବଂ ସଞ୍ଚୟର ଗୁରୁତ୍ୱକୁ ନେଇ ସଚେତନ କରାଇବା ଉଦ୍ଦେଶ୍ୟରେ ଆଜି ବିଶ୍ୱ ମିତବ୍ୟୟିତା…