Odisha Link
Bridging the Missing Links in Odisha
Monthly Archives

November 2024

ଆମ୍ବ ଟାକୁଆ ନେଲା ୨ ଜୀବନ, ବିଭାଗୀୟ…

ଓଏଲ୍‌ ବ୍ୟୁରୋ: ଦୀପାବଳିରେ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା। ଆମ୍ବ ଟାକୁଆ ଖାଇ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ଜଣ ଅସୁସ୍ଥ ହୋଇଥିବା ଜଣାପଡିଛି। ତେବେ ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଛି। ଦାରିଙ୍ଗବାଡି ବ୍ଲକ ମାଣ୍ଡିପଙ୍କା ଗାଁରେ ଏହି ଅଭାବନୀୟ ଘଟଣା…

ପରଲୋକରେ ପଦ୍ମଶ୍ରୀ ବିବେକ ଦେବରାୟ,…

ଓଏଲ୍‌ ବ୍ୟୁରୋ: ଆଉ ନାହାନ୍ତି ଦେଶର ଜଣାଶୁଣା ଅର୍ଥଶାସ୍ତ୍ରୀ ତଥା ପଦ୍ମଶ୍ରୀ ବିବେକ ଦେବରାୟ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆର୍ଥିକ ପରାମର୍ଶଦାତା ପରିଷଦର ଅଧ୍ୟକ୍ଷ ଥିବା ଶ୍ରୀ ଦେବରାୟଙ୍କ ଆଜି ଦିଲ୍ଲୀସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଥିବା ଆଖି ବୁଜିଛନ୍ତି। ମୃତ୍ୟୁବେଳକୁ ଶ୍ରୀ…

ସୁଭଦ୍ରା ଯୋଜନା: ଆସିବ ନୂଆ ଗାଇଡଲାଇନ୍

ଓଏଲ୍‌ ବ୍ୟୁରୋ: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଖବର। ଆସିବ ନୂଆ ଗାଇଡଲାଇନ୍। ଆଜି ଅପରାହ୍ନ ୩ଟାରେ ହେବ ବଡ଼ ବୈଠକ। ରିଜେକ୍ଟ ଲିଷ୍ଟ ଉପରେ ହେବ ଆଲୋଚନା। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ପ୍ରଭାତୀ ପରିଡ଼ା କହିଛନ୍ତି, ସୁଭଦ୍ରା ଯୋଜନା ପାଇଁ ଆସିବ ନୂଆ ଗାଇଡଲାଇନ୍। ଏହି…

କାଳୀପୂଜା ପାଇଁ ଚଳଚଞ୍ଚଳ ଭଦ୍ରକ ସହର,…

ଓଏଲ୍‌ ବ୍ୟୁରୋ: ଐତିହାସିକ କାଳୀପୂଜା ପାଇଁ ଉତ୍ସବ ମୁଖର ଭଦ୍ରକ ସହର। ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା' ଭଦ୍ରକାଳୀଙ୍କ ପୀଠରେ ସପ୍ତଦିବସ ବ୍ୟାପି ସପ୍ତମାତୃକା ବେଶରେ ମାଙ୍କୁ ପୂଜା କରାଯାଇଛି। ଏହା ସହ ବିଭିନ୍ନ ପୀଠ ଓ ମଣ୍ଡପରେ ମଧ୍ୟ ରୀତିନୀତି ଅନୁଯାୟୀ ମାଆ କାଳୀଙ୍କ ପୂଜାର୍ଚ୍ଚନା କରାଯାଉଛି।…

ରତ୍ନଭଣ୍ଡାରରେ ନାହିଁ ଗୁପ୍ତ କୋଠରୀ:…

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ନାହିଁ ଗୁପ୍ତ କୋଠରୀ କିମ୍ବା ସୁଡ଼ଙ୍ଗ। ପ୍ରାଥମିତ ଆଲୋଚନାରୁ କୌଣସି ସୁଡ଼ଙ୍ଗ ବା ଗୁପ୍ତ କୋଠରୀ ନଥିବା ଜଣାପଡ଼ିଛି ବୋଲି ସୂଚନା ଦେଇଛନ୍ତି ଆଇନ୍‌ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ ଆହୁରି କହିଛନ୍ତି, ଧର୍ମ ମାସ କାର୍ତ୍ତିକ ଚାଲିଥିବାରୁ ଶ୍ରୀମନ୍ଦିରରେ…

ପୁରୀରେ ବାଣ ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା…

ଓଏଲ୍‌ ବ୍ୟୁରୋ: ପୁରୀ ସଦର ବାଟ ଗାଁ ରାଉତ ସାହିରେ ବାଣ ବିସ୍ଫୋରଣ ଘଟଣା ସାମ୍ନାକୁ ଆସିଥିଲା। ବାଣ ବିସ୍ପୋରଣରେ ଦୁଇ ନାବାଳକ ସହ ୩ ଜଣ ଗୁରୁତର ଆହତ ହୋଇଥିଲେ। ୩ ଆହତଙ୍କୁ ପ୍ରଥମେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ସ୍ଥାନାନ୍ତରିତ କରାଯାଇଥିଲା। ଗୁରୁତରଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ହୋଇଛି।…

ଧସିଲା ମାଟି: ଚାଲିଗଲା ଝିଅର ଜୀବନ, ବାପା…

ଓଏଲ୍‌ ବ୍ୟୁରୋ: ଯାଜପୁରରେ ମାଟି ଅତଡ଼ା ଧସି ବଡ ଅଘଟଣ ଘଟିଛି। ମାଟି ଅତଡ଼ା ଧସି ଝିଅର ଜୀବନ ଚାଲିଯାଇଛି। କଳିଙ୍ଗନଗର ଥାନା ନଡ଼ିଆଭଙ୍ଗା ବାଉଁଶନଳୀ ଗାଁରେ ଏହି ଘଟଣା ଘଟିଛି। ରେଙ୍ଗାଳି କେନାଲ ମାଟି ଅତଡ଼ାରେ ଚାପି ହୋଇ ଝିଅର ମୃତ୍ୟୁ ହୋଇଥିବାବେଳେ ବାପା ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଅବସ୍ଥାରେ…

ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ଆଉଟ୍ ରିଚ୍…

ଓଏଲ୍‌ ବ୍ୟୁରୋ: ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ଆଉଟ୍ ରିଚ୍ ସେଣ୍ଟର। ପ୍ରାଥମିକ ସ୍ତରରେ ଗୁରୁ କେଳୁଚରଣ ଓଡ଼ିଶୀ କେନ୍ଦ୍ରରେ ଅସ୍ଥାୟୀ ଭାବେ କାର୍ଯ୍ୟକାରୀ ହେବ। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରଠାରେ ପ୍ରତିଷ୍ଠା ହେବ ରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟର ଆଞ୍ଚଳିକ ଶାଖା। ଏନେଇ ଓଡ଼ିଶା ରାଜ୍ୟ ସରକାର ବିଧିବଦ୍ଧ…

ଇସ୍କନର ଅଦିନିଆ ରଥଯାତ୍ରା: ଗଜପତିଙ୍କ…

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି ଇସ୍କନର ଅଦିନିଆ ରଥଯାତ୍ରା। ଆମେରିକା ହ୍ୟୁଷ୍ଟନରେ ହେବାକୁ ଥିବା ଇସ୍କନର ଅଦିନିଆ ରଥଯାତ୍ରା ଓ ସ୍ନାନଯାତ୍ରାକୁ ନେଇ ବିବାଦ ହେଉଥିବାବେଳେ ଅଦିନରେ ଇସ୍କନର ରଥଯାତ୍ରା ଆୟୋଜନ ଉପରେ ଆପତ୍ତି ଉଠାଇଥିଲେ ଗଜପତି ମହାରାଜା। ଚାରିଆଡ଼ୁ ବିରୋଧ ହେବାପରେ…

ଅସ୍ତବ୍ୟସ୍ତ ଦିଲ୍ଲୀବାସୀ, ଦୀପାବଳି ପରେ…

ଓଏଲ୍‌ ବ୍ୟୁରୋ: ଦୀପାବଳି ପରେ ଦିଲ୍ଲୀରେ ଚିନ୍ତା ବଢ଼ାଉଛି ବାୟୁ ପ୍ରଦୂଷଣ। ସକାଳୁ ସକାଳୁ ଦେଶର ରାଜଧାନୀର ବିଭିନ୍ନ ସ୍ଥାନ ବିଷାକ୍ତ ବାୟୁରେ ଛାଇ ହୋଇ ରହିଛି। ସେଣ୍ଟ୍ରାଲ ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡ ମୁତାବକ ଶୁକ୍ରବାର ସକାଳେ ଇଣ୍ଡିଆ ଗେଟ ସମେତ ଅନେକ ଅଞ୍ଚଳରେ ବାୟୁ ଗୁଣବତ୍ତା ମାନ ୪୦୦ ନିକଟତର…