Odisha Link
Bridging the Missing Links in Odisha
Daily Archives

November 5, 2024

୨୦୩୬ ଅଲିମ୍ପିକ୍ସ ଆୟୋଜନ ପାଇଁ ଭାରତ କଲା…

ଓଏଲ୍‌ ବ୍ୟୁରୋ: ଅଲିମ୍ପିକ୍ସ ଏବଂ ପାରାଲିମ୍ପିକ୍ସ ଖେଳ ଆୟୋଜନ ପାଇଁ ଆଉ ପାଦେ ଆଗେଇଲା ଭାରତ। ୨୦୩୬ ଅଲିମ୍ପିକ୍ସ ଗେମ୍ସ ଆୟୋଜନ ପାଇଁ ନିଜ ଦାବି ଉପସ୍ଥାପନା କରିଛି ଭାରତ। ୨୦୩୬ ମସିହାରେ ଅଲିମ୍ପିକ୍ସ ଏବଂ ପାରାଲିମ୍ପିକ୍ସ ଖେଳ ଆୟୋଜନ କରିବାକୁ ଆଇଓଏ ଆନୁଷ୍ଠାନିକ ଭାବେ ଭାରତର ଆଗ୍ରହ ପ୍ରକାଶ କରିଥିବା…

ମେଘନାଦ ପ୍ରାଚୀର ପ୍ରସଙ୍ଗ: ସୁରକ୍ଷା ନେଇ…

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିର ସୁରକ୍ଷା କବଚ ହେଉଛି ମେଘନାଦ ପାଚେରୀ। ହେଲେ ଏହି ପାଚେରିର ଏକାଧିକ ସ୍ଥାନରେ ଫାଟ ଓ କଣା ରହିଛି। ସେଥି ମଧ୍ୟରୁ ଅନବରତ ଝରୁଛି ପାଣି। ଐତିହ୍ୟ ସଂପନ୍ନ ପାଚେରୀର ଏକାଧିକ ସ୍ଥାନରୁ ଅନବରତ ଗଳୁଛି ପାଣି। ଏହାକୁ ଦେଖି ବୁଦ୍ଧିଜୀବୀଙ୍କଠୁ ସେବାୟତଙ୍କ ଯାଏ ପ୍ରଶାସନ ଓ ASIର…

ନଭେମ୍ବର ୨୫ରୁ ସଂସଦର ଶୀତ ଅଧିବେଶନ

ଓଏଲ୍‌ ବ୍ୟୁରୋ: ନଭେମ୍ବର ୨୫ରୁ ସଂସଦର ଶୀତ ଅଧିବେଶନ ଆରମ୍ଭ ହେବ। ସଂସଦର ଶୀତ ଅଧିବେଶନ ନଭେମ୍ବର ୨୫ରୁ ଆରମ୍ଭ ହୋଇ ଡିସେମ୍ବର ୨୦ ପର୍ଯ୍ୟନ୍ତ ଚାଲିବା ନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ସୂଚନା ଦେଇଛନ୍ତି। ନଭେମ୍ବର ୨୬ ରେ, ସମ୍ବିଧାନର ୭୫ତମ ବାର୍ଷିକୀ ଅବସରରେ ସଂସଦର ଏକ ମିଳିତ ଅଧିବେଶନ…

କେମିତି ହୁଏ ଆମେରିକା ରାଷ୍ଟ୍ରପତି…

ଓଏଲ୍‌ ବ୍ୟୁରୋ: କିଏ ହେବେ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ? ପୁଣି କ୍ଷମତାକୁ ଫେରିବେ କି ଡୋନାଲ୍ଡ ଟ୍ରମ୍ପ ? ନା ବାଜି ମାରିନେବେ ଭାରତୀୟ ବଂଶଦ୍ଭବ କମଲା ହାରିସ। ସେ ନେଇ ଆରମ୍ଭ ହୋଇଯାଇଛି କାଉଣ୍ଟଡାଉନ। ଆଜି ରାଷ୍ଟ୍ରପତି ନିର୍ବାଚନ ପାଇଁ ପଡ଼ିବ ଭୋଟ। ମଙ୍ଗଳବାର ଦେଶରେ ଶେଷ ପର୍ଯ୍ୟାୟ ଭୋଟିଂ…

‘କାସଭ’ ଓ ‘ନିତଲ୍’ ଫିଲ୍ମ ଦେଖିବେ…

ଓଏଲ୍‌ ବ୍ୟୁରୋ: ଉଚ୍ଚଶିକ୍ଷା, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅଧିକାରୀମାନେ ଦେଖିବେ ‘କାସଭ’ ଓ ‘ନିତଲ୍’ ଚଳଚ୍ଚିତ୍ର। ଆସନ୍ତା ୭ ତାରିଖରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରେକ୍ଷାଳୟରେ ଏହି ୨ ଫିଲ୍ମକୁ ପ୍ରସାରଣ କରାଯିବ। ୨ଟି ଅଧିବେଶନରେ ପ୍ରଦର୍ଶିତ ହେବାକୁ ଥିବା ଫିଲ୍ମ କାସଭ ସକାଳ ୧୦ରୁ…

ଜୀବନ ନେଲା ଆମ୍ବଟାକୁଆ: ଉଚ୍ଚସ୍ତରୀୟ…

ଓଏଲ୍‌ ବ୍ୟୁରୋ: ଦୀପାବଳିରେ ସାମ୍ନାକୁ ଆସିଥିଲା ଅଭାବନୀୟ ଘଟଣା। ଆମ୍ବ ଟାକୁଆ ଖାଇ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଅସୁସ୍ଥ ହୋଇଥିବା ଅଭିଯୋଗ ହୋଇଛି। ଦାରିଙ୍ଗବାଡିରେ ଆମ୍ବ କୋଇଲି ଜାଉ ଖାଇ ମୃତ୍ୟୁ ଘଟଣାରେ ରାଜ୍ୟପାଳଙ୍କ ନିକଟରେ ଫେରାଦ ହେଲା କଂଗ୍ରେସ। ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ସହ ଖାଦ୍ୟ…

‘ଯାତ୍ରାରେ ଅପସଂସ୍କୃତି ଓ…

ଓଏଲ୍‌ ବ୍ୟୁରୋ: ଯାତ୍ରା କମିଟି ମହାସଂଘର କର୍ମକର୍ତ୍ତାମାନେ ଆଜି ବିଭିନ୍ନ ଦାବି ନେଇ ଆଇନ ମନ୍ତ୍ରୀଙ୍କୁ ଭେଟିଛନ୍ତି। ଯାତ୍ରାକୁ ପ୍ରୋତ୍ସାହନ ବଦଳରେ ବ୍ୟବସାୟୀକରଣ କରୁଥିବାରୁ ଯାତ୍ରା ଅନୁଷ୍ଠାନକୁ ଯାତ୍ରା ପରିବେଷଣ ପାଇଁ ଏକ ସ୍ବତନ୍ତ୍ର ନିୟମ ପ୍ରସ୍ତୁତ କରିବା ସହ ଯାତ୍ରାରେ ଅଶ୍ଳୀଳତା,…

ନନ୍ଦନକାନନ ଏକ୍ସପ୍ରେସକୁ ଗୁଳିମାଡ଼!

ଓଏଲ୍‌ ବ୍ୟୁରୋ: ଭଦ୍ରକରେ ନନ୍ଦନକାନନ ଏକ୍ସପ୍ରେସକୁ ଗୁଳିମାଡ଼ ହୋଇଛି। ଭଦ୍ରକ ଚରମ୍ପା ଷ୍ଟେସନର ୧୧୯ନଂ ଗେଟ୍ ନିକଟରେ ଗୁଳିମାଡ଼ ହୋଇଥିବା ନେଇ ସୂଚନା ମିଳିଛି। ନୂଆଦିଲ୍ଲୀରୁ ଭୁବନେଶ୍ୱର ଆସୁଥିଲା ଏହି ଟ୍ରେନ। ଘଟଣାସ୍ଥଳରେ ଭଦ୍ରକ ଜିଆରପିର ତଦନ୍ତ ଆରମ୍ଭ କରିଛି। ଗୁଳିମାଡ଼ରେ ଗାର୍ଡ ବଗିର ୱିଣ୍ଡୋ…

‘୪୮ ଘଣ୍ଟାରେ ଦିଆଯିବ ବାତ୍ୟା…

ଓଏଲ୍‌ ବ୍ୟୁରୋ: ବାତ୍ୟା ‘ଦାନା’ ଓ ପରବର୍ତ୍ତୀ ବନ୍ୟା ଯୋଗୁଁ ଉପକୂଳ ସମେତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। କ୍ଷୟକ୍ଷତିର ଆକଳନ ମଧ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ ହୋଇସାରିଛି। ବାତ୍ୟା ‘ଦାନା’ କ୍ଷୟକ୍ଷତି ଆକଳନ ରିପୋର୍ଟ ଆସିଛି। ରାଜ୍ୟର ୩ ଜିଲ୍ଲାରେ ଅଧିକ କ୍ଷୟକ୍ଷତି ହୋଇଛି।…

‘ଶ୍ରୀମନ୍ଦିର ସୁରକ୍ଷାରେ…

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିର ସୁରକ୍ଷା କବଚ ହେଉଛି ମେଘନାଦ ପାଚେରି। ହେଲେ ଏହି ପାଚେରିର ଏକାଧିକ ସ୍ଥାନରେ ଫାଟ ଓ କଣା ରହିଛି। ସେଥି ମଧ୍ୟରୁ ଅନବରତ ଝରୁଛି ପାଣି। ଐତିହ୍ୟ ସଂପନ୍ନ ପାଚେରିର ଏକାଧିକ ସ୍ଥାନରୁ ଅନବରତ ଗଳୁଛି ପାଣି। ଏହାକୁ ଦେଖି ବୁଦ୍ଧିଜୀବୀଙ୍କଠୁ ସେବାୟତଙ୍କ ଯାଏ ପ୍ରଶାସନ ଓ ASIର…