Odisha Link
Bridging the Missing Links in Odisha
Daily Archives

November 6, 2024

ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ, ଆଜି…

ଓଏଲ୍‌ ବ୍ୟୁରୋ: ବାତ୍ୟା ‘ଦାନା’ ଓ ପରବର୍ତ୍ତୀ ବନ୍ୟା ଯୋଗୁଁ ଉପକୂଳ ସମେତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। କ୍ଷୟକ୍ଷତିର ଆକଳନ ମଧ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ ହୋଇସାରିଛି। ବାତ୍ୟା ‘ଦାନା’ କ୍ଷୟକ୍ଷତି ଆକଳନ ରିପୋର୍ଟ ଆସିଛି। ରାଜ୍ୟର ୩ ଜିଲ୍ଲାରେ ଅଧିକ କ୍ଷୟକ୍ଷତି ହୋଇଛି।…

ଆମ୍ବଟାକୁଆ ପ୍ରସଙ୍ଗ: ମନ୍ତ୍ରୀଙ୍କ…

ଓଏଲ୍‌ ବ୍ୟୁରୋ: ସାରା ରାଜ୍ୟରେ ଚହଳ ପକାଇଥିବା କନ୍ଧମାଳ ଆମ୍ବ ଟାକୁଆ ଜାଉ ଖାଇ ଦୁଇ ଜଣଙ୍କ ମୃତ୍ୟୁ ପ୍ରସଙ୍ଗ। ଏହି ମୃତ୍ୟୁ ପ୍ରସଙ୍ଗର ଆରଡିସି ସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଦକ୍ଷିଣାଞ୍ଚଳ ଆରଡିସି ରୂପାରୋଶନ ସାହୁ…

ଭିଜିଲାନ୍ସ ଜାଲରେ ଜୁନିୟର ମ୍ୟାନେଜର,…

ଓଏଲ୍ ବ୍ୟୁରୋ: ଗତ କିଛି ଦିନ ହେବ ଚାଲିଛି ସରକାରୀ ବାବୁଙ୍କ ମାଳମାଳ ସମ୍ପତିର ଖୋଳତାଡ଼। ଅନେକ ସରକାରୀ ବାବୁ ଭିଜିଲାନ୍ସ ଜାଲରେ ପଡିଥିବାବେଳେ ତଦନ୍ତ କରୁଛି ଭିଜିଲାନ୍ସ ଦଳ। ଏସବୁ ଭିତରେ ଭିଜିଲାନ୍ସ ଜାଲରେ ପଡିଛନ୍ତି ଇଡକୋ ଜୁନିୟର ମ୍ୟାନେଜର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୁନିୟର…

ମ୍ୟାଜିକ୍ ନମ୍ବର ଛୁଇଁଲେ ଟ୍ରମ୍ପ୍,…

ଓଏଲ୍‌ ବ୍ୟୁରୋ: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଉପରେ ସାରା ବିଶ୍ବ ଉପରେ ନଜର। ରାଷ୍ଟ୍ରପତି ନିର୍ବାଚନ ଗଣତି ଚାଲିଥିବା ବେଳେ ଆଗରେ ଡୋନାଲ୍ଡ ଟ୍ରମ୍ପ ଥିବା ସୂଚନା ରହିଛି। ଏସବୁ ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ ଯୋଗେ ଡୋନାଲ୍ଡ ଟ୍ରମ୍ପଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଅନ୍ୟପଟେ,…

ପଦ୍ମ ଧରିଲେ ବରୀର ପୂର୍ବତନ ବିଧାୟିକା

ଓଏଲ୍‌ ବ୍ୟୁରୋ: ବିଜେଡି ଛାଡ଼ି ବିଜେପିରେ ସାମିଲ ହେଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ନିଜ ସମର୍ଥକଙ୍କ ସହ ସୁନନ୍ଦା ଦାସ ବିଜେପିରେ ସାମିଲ ହୋଇଛନ୍ତି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି। ସୂଚନା ଅନୁସାରେ, ୨୦୧୯ରେ…

ଆମେରିକାର ୪୭ ତମ ରାଷ୍ଟ୍ରପତି ହେବେ…

ଓଏଲ୍‌ ବ୍ୟୁରୋ: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଉପରେ ସାରା ବିଶ୍ବ ଉପରେ ନଜର। ରାଷ୍ଟ୍ରପତି ନିର୍ବାଚନ ଗଣତି ଚାଲିଥିବା ବେଳେ ଆଗରେ ଡୋନାଲ୍ଡ ଟ୍ରମ୍ପ ଥିବା ସୂଚନା ରହିଛି। ଏସବୁ ମଧ୍ୟରେ ଆମେରିକାର ପ୍ରତିଷ୍ଠିତ ଗଣମାଧ୍ୟମ ସଂସ୍ଥା ଫକ୍ସ ନ୍ୟୁଜ ଏକ ରିପୋର୍ଟ ପ୍ରକାଶ କରିଛି। ଯେଉଁଥିରେ ରାଷ୍ଟ୍ରପତି…

ହାତୀ ସୁରକ୍ଷା ପାଇଁ ତତ୍ପରତା, ଜଙ୍ଗଲ…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ହାତୀଙ୍କ ପାଇଁ ଜାଗାର ଅଭାବ ରହିଛି। ସେଥିପାଇଁ ଖାଦ୍ୟ ଅନ୍ବେଷଣରେ ହାତୀମାନେ ଗାଁ ମୁହାଁ ହେଉଛନ୍ତି। ଗତକାଲି ବନ୍ୟପ୍ରାଣୀ ପିସିସିଏଫ ସୁଶାନ୍ତ ନନ୍ଦ ଅଧିକ ହାତୀ, ଜଙ୍ଗଲ କମ୍ ନେଇ କହିବା ପରେ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ କହିଛନ୍ତି,…

ଆଇପିଏଲ୍‌ ମେଗା ନିଲାମ: ତାଲିକାରେ ୧୫୭୪…

ଓଏଲ୍‌ ବ୍ୟୁରୋ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ର ୧୮ତମ ସଂସ୍କରଣ ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି। ୨୦୨୫ ଆଇପିଏଲ୍‌ ମେଗା ନିଲାମ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଭାରତୀୟ କ୍ରିକେଟ ବୋର୍ଡ (ବିସିସିଆଇ) ଘୋଷଣା କରି କହିଛି ଯେ ନଭେମ୍ବର ୨୪ ଓ ୨୫ ଦୁଇ ଦିନ ମେଗା ନିଲାମ ପ୍ରକ୍ରିୟା ଜାରି ରହିବ। ସାଉଦି…

ଆମ୍ବଟାକୁଆ ମୃତ୍ୟୁ ଘଟଣା:…

ଓଏଲ୍‌ ବ୍ୟୁରୋ: ସାରା ରାଜ୍ୟରେ ଚହଳ ପକାଇଥିବା କନ୍ଧମାଳ ଆମ୍ବ ଟାକୁଆ ଜାଉ ଖାଇ ଦୁଇ ଜଣଙ୍କ ମୃତ୍ୟୁ ପ୍ରସଙ୍ଗ। ଏହି ମୃତ୍ୟୁ ପ୍ରସଙ୍ଗର ଆରଡିସି ସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଦକ୍ଷିଣାଞ୍ଚଳ ଆରଡିସି ରୂପାରୋଶନ ସାହୁ…

ସ୍ଵାସ୍ଥ୍ୟକେନ୍ଦ୍ରରେ ତାଲା ପକାଇଲେ…

ଓଏଲ୍‌ ବ୍ୟୁରୋ: ସ୍ଵାସ୍ଥ୍ୟ ସେବାର ନୂଆ ଚିତ୍ର। ୪ ମାସର ବକେୟା ପ୍ରଦାନ ଦାବିରେ ଆଶାକର୍ମୀଙ୍କ ଧାରଣା। କଟକ ୫୯ ନଂ ୱାର୍ଡ ବମ୍ଫକୁଦ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଆଶାକର୍ମୀ ତାଲା ପକାଇଲେ। ୪ ମାସର ବକେୟା ପ୍ରଦାନ ଦାବିରେ ତାଲା ପକାଇ ଆଶାକର୍ମୀ ଧାରଣା ଦେଇଛନ୍ତି। ମେଡିକାଲରେ ତାଲା…