Odisha Link
Bridging the Missing Links in Odisha
Daily Archives

November 9, 2024

ଚଳିତ ଶିକ୍ଷା ବର୍ଷରୁ ଜାତୀୟ ଶିକ୍ଷା…

ଓଏଲ୍‌ ବ୍ୟୁରୋ: ଉଚ୍ଚ ଶିକ୍ଷା କ୍ଷେତ୍ରରେ  ୨୦୨୪-୨୫ ଶିକ୍ଷା ବର୍ଷରେ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଏବଂ ଅନୁବନ୍ଧିତ…

ପର୍ଯଟନ କ୍ଷେତ୍ରର ହେବ ବିକାଶ: ଓଡ଼ିଶା…

ଓଏଲ୍‌ ବ୍ୟୁରୋ: ଓଡିଶା ପର୍ଯ୍ୟଟନରେ ସୃଷ୍ଟି ହେବ ନୂଆ ଅଧ୍ୟାୟ । ଓଡିଶାକୁ ଛୁଟିବ ପର୍ଯ୍ୟଟକଙ୍କ ସୁଅ । ଓଡିଶାର ଆଇକନିକ ପର୍ଯ୍ୟଟନ କ୍ଷେତ୍ରର ବିକାଶ କରାଯିବ । ପ୍ରାକୃତିକ ପର୍ଯଟନ କ୍ଷେତ୍ର ବିକାଶ ପାଇଁ ଓଡିଶା ଆସିବେ ବିଦେଶୀ ନିବେଶବ । ଭିତ୍ତିଭୂମି କ’ଣ ରହିଛି ଏନେଇ ଲଣ୍ଡନରେ ଉପସ୍ଥାପନ…

ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ

ଓଏଲ୍‌ ବ୍ୟୁରୋ: ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର । ଦେଓରଞ୍ଜନ ସିଂଙ୍କୁ ଓଡ଼ିଶା ବନ ନିଗମ ଅଧ୍ୟକ୍ଷ ଦାୟିତ୍ୱ । ବିଶାଲ ଦେବଙ୍କୁ ଶକ୍ତି ବିଭାଗର ଦାୟିତ୍ୱ ପ୍ରଦାନ । ସଞ୍ଜୟ ସିଂଙ୍କୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର । ଭାସ୍କର ଜ୍ୟୋତି ଶର୍ମା…

ହୋମ ଗାର୍ଡ ନିଯୁକ୍ତି ରହିତାଦେଶ…

ଓଏଲ୍‌ ବ୍ୟୁରୋ:ରାଜ୍ୟରେ ହୋମ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ରହିତାଦେଶ ପ୍ରତ୍ୟାହୃତ ହୋଇଛି। ଏହାଦ୍ବାରା ରାଜ୍ୟରେ ଖାଲିଥିବା ହୋମ ଗାର୍ଡ ପଦବୀ ଖୁବ୍ ଶୀଘ୍ର ପୂରଣ ହୋଇ ପାରିବ। ସୂଚନା…

ପଦ୍ମ ବିଜେତାଙ୍କୁ ମାସିକ ୩୦ ହଜାର ଟଙ୍କା

ଓଏଲ୍‌ ବ୍ୟୁରୋ:ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର ଟଙ୍କାର ସମ୍ମାନ ସୂଚକ ସହାୟତା ରାଶି। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସମସ୍ତ ୫୫ ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ମାସକୁ ୩୦ ହଜାର ଟଙ୍କା…

ରିଚାର୍ଜ କଲେ ୩୪୯ ଟଙ୍କା, ଗାଏବ ହେଲା…

ଓଏଲ୍‌ ବ୍ୟୁରୋ:ମାତ୍ର ୩୪୯ ଟଙ୍କାର ମୋବାଇଲ ରିଚାର୍ଜ କରୁ କରୁ ଆକଉଣ୍ଟରୁ ଗାଏବ ହୋଇଗଲା ପ୍ରାୟ ୪ ଲକ୍ଷ ଟଙ୍କା। ରାଜଧାନୀ ଭୁବନେଶ୍ୱରରେ ଜଣେ ଯୁବତୀ ଏପରି ସାଇବର ଫ୍ରଡର ଶିକାର ହୋଇଛନ୍ତି। ଏନେଇ ସାଇବର ଥାନାରେ ଅଭିଯୋଗ କରିଛନ୍ତି ଯୁବତୀ। ଯୁବତୀଙ୍କ ଅଭିଯୋଗ ଅନୁଯାୟୀ, ୧୫ ଦିନ ତଳେ ନିଜ ମୋବାଇଲ…

ସ୍ବାଭାବିକ ହେଲା ଡାକସେବା

ଓଏଲ୍‌ ବ୍ୟୁରୋ: ୩ ଦିନ ବ୍ୟବଧାନ ପରେ ପୁଣି ସ୍ବାଭାବିକ ହେଲା ରାଜ୍ୟ ସମସ୍ତ ଡାକ ସେବା । ଗତ ୩ ଦିନ ହେବ ଲିଙ୍କ ଫେଲ୍ ସମସ୍ୟା ଯୋଗୁଁ ହଇରାଣ ହେଉଥିଲେ ସାଧରଣ ଲୋକ । ଲିଙ୍କ୍ ଫେଲ ଯୋଗୁ ପୋଷ୍ଟ ଅଫିସ ଗୁଡ଼ିକରେ ଟଙ୍କା ଦେଣନେଣ ଠପ୍ ହୋଇଥିଲା । ଟଙ୍କା ଡିପୋଜିଟ ହୋଇପାରି ନଥିବାରୁ ବହୁ ଅସୁବିଧାର…

ରାଗିଗଲେ ଜିଲ୍ଲା ମୁଖ୍ୟ ଚିକିତ୍ସା…

ଓଏଲ୍‌ ବ୍ୟୁରୋ: ୨୬ ଜଣ ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ୍‌। କୋରାପୁଟର ଜୟପୁର ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ୨୬ ଜଣ ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ମେଡିକାଲ ଅଧିକ୍ଷକ। ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ମିଳିଥିବା ସୂଚନା ମୁତାବକ, ନଭେମ୍ବର ୬ ତାରିଖ ଦିନ କୋରାପୁଟ…

ଓଡ଼ିଶା ପର୍ଯ୍ୟଟନରେ ସୃଷ୍ଟି ହେବ ନୂଆ…

ଓଏଲ୍‌ ବ୍ୟୁରୋ: ବିଦେଶ ଗସ୍ତରୁ ଫେରିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆସୁ ଆସୁ ବଡ଼ ସୂଚନା ଦେଲେ ଶ୍ରୀମତୀ ପରିଡ଼।। ସେ କହିଛନ୍ତି ପ୍ରାକୃତିକ ପର୍ଯ୍ୟଟନ କ୍ଷେତ୍ରରେ ବିକାଶ ପାଇଁ ଖୁବ୍‌ଶୀଘ୍ର ବିଦେଶୀ ନିବେଶକ ଓଡ଼ିଶା ଆସିବେ ବୋଲି ସେ ସୂଚନା ଦେଇଛନ୍ତି। ଲଣ୍ଡନ ଗସ୍ତରୁ ଫେରି ପ୍ରଭାତୀ ପରିଡ଼ା…

ଶ୍ରୀମନ୍ଦିରରେ ଜେଟିପିକୁ ମାଡ଼ ମାରିଲେ…

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିରରେ ଜଗନ୍ନାଥ ଟେମ୍ପୁଲ ପୁଲିସ କର୍ମଚାରୀଙ୍କୁ ମାଡ଼ ମାରିଲେ ବଙ୍ଗୀୟ ଶ୍ରଦ୍ଧାଳୁ। ଘଣ୍ଟିଦ୍ବାର ନିକଟରେ ପ୍ରବେଶକୁ ନେଇ ବଚସା ପରେ ପିଟିଲେ ବଙ୍ଗୀୟ ଶ୍ରଦ୍ଧାଳୁ। ଜଣେ ଜେଟିପିଙ୍କୁ ଶ୍ରଦ୍ଧାଳୁ ମାଡ଼ ମାରି ତାଙ୍କ ମୁଣ୍ଡ ଫଟାଇ ଦେଇଛନ୍ତି। ମାଡ଼ରେ ଜେଟିପି ଗୁପ୍ତେଶ୍ୱର…