Odisha Link
Bridging the Missing Links in Odisha
Daily Archives

November 9, 2024

ଏଥର ୪ ଦିନ ପଞ୍ଚୁକ

ଓଏଲ୍‌ ବ୍ୟୁରୋ: ପଞ୍ଚୁକ ପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ। ଶ୍ରୀକ୍ଷେତ୍ରରେ ଜମୁଛି ବ୍ରତଧାରୀଙ୍କ ଭିଡ଼। ଚଳିତ ବର୍ଷ ୫ ଦିନ ବଦଳରେ ୪ ଦିନ ପାଳନ ହେବ ପଞ୍ଚୁକ ବ୍ରତ। ୧୨ ତାରିଖରୁ ପଞ୍ଚୁକ ବ୍ରତ ପାଳିବେ ବ୍ରତଧାରୀ। ଚତୁର୍ଦ୍ଦଶୀ କ୍ଷୟ ରହୁଥିବାରୁ ମହାପ୍ରଭୁଙ୍କ ୪ଟି ବେଶର ଦର୍ଶନର ସୁଯୋଗ ମିଳିବ। ଦୀର୍ଘ…

ରାଜଧାନୀରେ ଲଭ୍‌ ଜିହାଦ, ଅଭିଯୁକ୍ତ…

ଓଏଲ୍‌ ବ୍ୟୁରୋ: ରାଜଧାନୀ ଭୁବନେଶ୍ବରରେ ଲଭ୍‌ ଜିହାଦ। ଏଭଳି ସାଂଘାତିକ ଅଭିଯୋଗ ଆସିବା ପରେ ଆକ୍ସନ ମୁଡରେ କମିଶନରେଟ୍‌ ପୁଲିସ। ଏହି ମାମଲାରେ ମୁଖ୍ୟ ଅଭିଯୁକ୍ତ ସମୀର ମନସୁରଙ୍କୁ ଗତକାଲି ପୁଲିସ୍‌ ଅଟକ ରଖିଥିବା ବେଳେ ଆଜି ତାଙ୍କୁ ଗିରଫ କରିଛି। କୋର୍ଟ ଚାଲାଣ ପୂର୍ବରୁ ଅଭିଯୁକ୍ତଙ୍କ ମେଡିକାଲ ଚେକଅପ୍…

ରାଜ୍ୟର ପ୍ରମୁଖ ମନ୍ଦିରରେ ବ୍ୟବହାର ହେବ…

ଓଏଲ୍‌ ବ୍ୟୁରୋ: ଆଜି ପବିତ୍ର ଗୋପାଷ୍ଟମୀ। ଏହି ଅବସରରେ ମନ୍ତ୍ରୀଙ୍କ ଘରକୁ ଆସିଛନ୍ତି ନୂଆ ଅତିଥି। ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ଘରେ ନୂଆ ଅତିଥି। ପୁଙ୍ଗନୂର୍ ପ୍ରଜାତିର ଗାଈ ଏବଂ ବଳଦ ଆଣିଲେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ। ପବିତ୍ର ଗୋପାଷ୍ଟମୀ ଅବସରରେ ଗାଈ ବଳଦଙ୍କୁ…

ଆସନ୍ତା ୨୪ରେ ଆସିବ ସୁଭଦ୍ରାର ତୃତୀୟ…

ଓଏଲ୍‌ ବ୍ୟୁରୋ: ଆସନ୍ତା ୨୪ରେ ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା। ପ୍ରାୟ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଯିବ ‘ସୁଭଦ୍ରା’ ଟଙ୍କା। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସୁନ୍ଦରଗଡ଼ରେ ମିଳିବ ତୃତୀୟ ପର୍ଯ୍ୟାୟ ଟଙ୍କା। ଏହା ପୂର୍ବରୁ…

ନିର୍ବାଚନ ପୂର୍ବରୁ ଅଡ଼ୁଆରେ…

ଓଏଲ୍‌ ବ୍ୟୁରୋ: ଆଉ ୩ ଦିନ ପରେ ଝାଡ଼ଖଣ୍ଡରେ ହେବ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ତା ପୂର୍ବରୁ ଆକ୍ସନ ମୁଡରେ ଇନକମ୍‌ ଟ୍ୟାକ୍ସ ବିଭାଗ। ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କ ବ୍ୟକ୍ତିଗତ ପରାମର୍ଶଦାତା ତଥା ପିଏ ସୁନୀଲ ଶ୍ରୀବାସ୍ତବଙ୍କ ଘରେ ପଶିଲା ଆୟକର ବିଭାଗ। ସୁନୀଲ ଶ୍ରୀବାସ୍ତବ, ତାଙ୍କ…

ମନ୍ତ୍ରୀଙ୍କ ଘରେ ନୂଆ ଅତିଥି

ଓଏଲ୍‌ ବ୍ୟୁରୋ: ଆଜି ହେଊଛି ପବିତ୍ର ଗୋପାଷ୍ଟମୀ। ଏହି ଅବସରରେ ମନ୍ତ୍ରୀଙ୍କ ଘରକୁ ଆସିଛନ୍ତି ନୂଆ ଅତିଥି। ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ଘରେ ନୂଆ ଅତିଥି। ପୁଙ୍ଗନୂର୍ ପ୍ରଜାତିର ଗାଈ ଏବଂ ବଳଦ ଆଣିଲେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ। ପବିତ୍ର ଗୋପାଷ୍ଟମୀ ଅବସରରେ ଗାଈ…

ସାଲିମାର-ସିକନ୍ଦରାବାଦ ସ୍ପେଶାଲ ଟ୍ରେନ୍…

ଓଏଲ୍‌ ବ୍ୟୁରୋ: ପୁଣି ସକାଳୁ ସକାଳୁ ଶୁଣିବାକୁ ମିଳିଛି ଟ୍ରେନ ଦୁର୍ଘଟଣା। ସାଲିମାର-ସିକନ୍ଦରାବାଦ ସ୍ପେଶାଲ ଟ୍ରେନ୍ ଲାଇନଚ୍ୟୁତ ହୋଇଛି । ଟ୍ରେନ ନମ୍ବର ହେଉଛି ୨୨୮୫୦ । ଟ୍ରେନ୍‌ର ୩ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି । ହାଓ୍ୱାଡା ନାଲପୁର ଷ୍ଟେସନ ନିକଟରେ ଏହି ଘଟଣା ଘଟିଛି । ଏଥିରେ ୧୫…