Odisha Link
Bridging the Missing Links in Odisha
Daily Archives

November 12, 2024

ଆରମ୍ଭ ହେଲା ‘ଉଦ୍ଭବ’, ୨୨…

ଓଏଲ୍‌ ବ୍ୟୁରୋ: ପ୍ରଥମ ଥର ଓଡ଼ିଶାରେ ଆରମ୍ଭ ହୋଇଯାଇଛି ପଞ୍ଚମ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଜାତୀୟ ସାଂସ୍କୃତିକ, ସାହିତ୍ୟିକ ଏବଂ କଳା ଉତ୍ସବ ୨୦୨୪- ‘ଉଦ୍ଭବ’ । ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ୍ ଯୋଗ ଦେଇ ଏକଲବ୍ୟ ବିଦ୍ୟାଳୟର…

ଛତୁଆର ବିକଳ୍ପ ଖୋଜିବାକୁ ପଡ଼ିବ:…

ଓଏଲ୍‌ ବ୍ୟୁରୋ: ଆଜି ଭୁବନେଶ୍ୱରସ୍ଥିତ ମେ ଫେୟାର ଲାଗୁନ୍‌ରେ ଓଡ଼ିଶା ମହିଳା ଓ ଶିଶୁ ବିକାଶ ବିଭାଗ ଓ ୟୁନିସେଫର ସହଭାଗିତାରେ ରାଜ୍ୟସ୍ତରୀୟ ଟେକ ହୋମ୍‌ ରାସନ(ଟିଏଚଆର) କନକ୍ଲେଭ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୯ ଟି ରାଜ୍ୟ ଯଥା - ଉତ୍ତରପ୍ରଦେଶ, ରାଜସ୍ଥାନ, ଗୁଜୁରାଟ, ତେଲେଙ୍ଗାନା,…

ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ଏତଲା

ଓଏଲ୍‌ ବ୍ୟୁରୋ: ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ଏତଲା। କଟକ ସାଇବର ଥାନାରେ ଏତଲା ଦେଲେ ଓଡ଼ିଶା ଫିଲ୍ମ ଓ ଟିଭି ନିର୍ଦ୍ଦେଶକ ସଂଘ। ଓଡ଼ିଆ ଫିଲ୍ମ ନିର୍ଦ୍ଦେଶକଙ୍କ ବିରୋଧରେ ବାରମ୍ବାର ସୋସିଆଲ ମିଡ଼ିଆରେ ଅରୁଚିକର ମନ୍ତବ୍ୟ ଦେଉଥିବା ଅଭିଯୋଗ କରିଛି ସଂଘ। ଓଡ଼ିଶାରେ ଓଡ଼ିଆ ଫିଲ୍ମ ନିର୍ଦ୍ଦେଶକ…

୨୦୨୫ ସୁଦ୍ଧା ସବୁ ଫାଣ୍ଡିରେ ଲାଗିବ…

ଓଏଲ୍‌ ବ୍ୟୁରୋ: ଭରତପୁର ଥାନାରେ ପୋଲିସ ଓ ମେଜର ବିବାଦ ମାମଲାରେ ଆସିଲା ହାଇକୋର୍ଟଙ୍କ ଶୁଣାଣି। ଏଥିପାଇଁ ରାଜ୍ୟ ସରକାର ଜାରି କଲେ ସ୍ବତନ୍ତ୍ର ଏସଓପି। ଏ ନେଇ କୋର୍ଟଙ୍କୁ ଆଡଭୋକେଟ୍ ଜେନେରାଲ ଜଣାଇଛନ୍ତି। ସେନା ଅଧିକାରୀଙ୍କୁ ଥାନାରେ ଦୁର୍ବ୍ୟବହାର ନେଇ ଏସଓପି ଜାରି କରାଯାଇଛି। ଏସଓପିର ଏକ କପି…

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଚ୍ଚ…

ଓଏଲ୍‌ ବ୍ୟୁରୋଛ ଶିଳ୍ପ ବିପ୍ଳବ ୪.୦ ଆମର ଶିକ୍ଷା ଭିତ୍ତିଭୂମିକୁ ବିଶ୍ୱମାନର କରିବା ପାଇଁ ଏକ ବଡ ସୁଯୋଗ ଦେଇଛି। ଏହାକୁ ଦୃଷ୍ଟିରେ ରଖି ଆମକୁ ଅଭିନବ ମଡେଲ ମାଧ୍ୟମରେ ବିଶ୍ୱବିଦ୍ୟାଳୟକୁ ମଜଭୂତ୍ କରିବାକୁ ହେବ। ଶିକ୍ଷା ଭିତ୍ତିଭୂମିର ବିକାଶ କରି ଦେଶକୁ ଏକ ଉତ୍ପାଦନକାରୀ ଅର୍ଥନୀତିରେ ପରିଣତ କରିବାକୁ…

ଜାରି ହେଲା ଏସ୍ଓପି, ଡ୍ୟୁଟିରେ ଥିଲେ…

ଓଏଲ୍‌ ବ୍ୟୁରୋ: ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ନିର୍ଯାତନା ମାମଲାରେ ବିଚାର ବିଭାଗୀୟ ତଦନ୍ତ ଜାରି ରହିଛି। ଏସବୁ ଭିତରେ ବଡ ଖବର ସାମ୍ନାକୁ ଆସିଛି। ହାଇକୋର୍ଟରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ନିର୍ଯାତନା ମାମଲା ଚାଲିଥିବାବେଳେ ସରକାର ସ୍ୱତନ୍ତ୍ର ଏସଓପି ଜାରି…

ଶ୍ରୀମନ୍ଦିରରେ ଅଣହିନ୍ଦୁ, ସୁରକ୍ଷା…

ଓଏଲ୍‌ ବ୍ୟୁରୋ: ପୁରୀ ବଡ଼ଦେଉଳରେ ବାରମ୍ବାର ଅଣହିନ୍ଦୁ ପ୍ରବେଶ କରୁଥିବା ଅଭିଯୋଗ ସାମ୍ନାକୁ ଆସୁଥିବାବେଳେ ଅଣହିନ୍ଦୁ ପ୍ରବେଶ ରୋକିବାକୁ ପଦକ୍ଷେପ ଗ୍ରହଣ କରାଯାଇଛି। ହେଲେ କଡା ନିୟମ ସତ୍ତ୍ୱେ ଆଜି ପଂଚୁକର ପ୍ରଥମ ଦିନରେ ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ପ୍ରଶ୍ନ ସୃଷ୍ଟି ହୋଇଛି। ଶ୍ରୀମନ୍ଦିରରେ…

ନିର୍ବାଚନୀ ଅନିୟମିତତା ମାମଲା: ଜବାବ…

ଓଏଲ୍‌ ବ୍ୟୁରୋ: ବିଜୁ ଜନତା ଦଳକୁ ହରାଇ ପ୍ରଥମ ଥର ପାଇଁ ରାଜ୍ୟ ଶାସନ ଗାଦିରେ ବସିଛି ଭାରତୀୟ ଜନତା ପାର୍ଟି। ଏସବୁ ମଧ୍ୟରେ ମୋହନ ସରକାରଙ୍କୁ ୪ ମାସ ପୂରିଲାଣି। ଅନ୍ୟପଟେ ବିରୋଧୀ ଆସନରେ ପ୍ରଥମଥର ପାଇଁ ବସିଥିବା ବିଜେଡି ପରାଜୟର କାରଣ ଖୋଜି ପାଉନାହିଁ। ଏଏସବୁ ଭିତରେ ନିର୍ବାଚନୀ ଅନିୟମିତତା ମାମଲାରେ…

ଅଡ଼ୁଆରେ ପୂର୍ବତନ ରାଜ୍ୟସଭା ସାଂସଦ,…

ଓଏଲ୍‌ ବ୍ୟୁରୋ: ଅଡ଼ୁଆରେ ପୂର୍ବତନ ରାଜ୍ୟସଭା ସାଂସଦ ଏନ୍. ଭାସ୍କର ରାଓ। ପୂର୍ବତନ ରାଜ୍ୟସଭା ସାଂସଦ ଏନ୍. ଭାସ୍କର ରାଙ୍କ ନାଁରେ ଏନ୍.ବି.ଡବ୍ଲୁ ଜାରି ହୋଇଛି। ଭାସ୍କର ରାଓ ଓ ଅନ୍ୟ ୫ ଜଣଙ୍କ ନାଁରେ ଜାମିନ ବିହୀନ ଗିରଫ ପରୱାନା ଜାରି କରାଯାଇଛି। ଏକ ହତ୍ୟା ମାମଲାର ଶୁଣାଣିରେ ରାୟଗଡ଼ା ଏସଡିଜେଏମ…

ରାଜନୀତିରେ ଆମ୍ବ ଟାକୁଆ ପ୍ରସଙ୍ଗ:…

ଓଏଲ୍‌ ବ୍ୟୁରୋ: ସାରା ରାଜ୍ୟରେ ଚହଳ ପକାଇଥିବା କନ୍ଧମାଳ ଆମ୍ବ ଟାକୁଆ ଜାଉ ଖାଇ ଦୁଇ ଜଣଙ୍କ ମୃତ୍ୟୁ ପ୍ରସଙ୍ଗ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ମୃତ୍ୟୁ ପ୍ରସଙ୍ଗର ଆରଡିସି ସ୍ତରୀୟ ତଦନ୍ତ କରାଯାଇଛି। ତେବେ ଏହି ଘଟଣାରେ ରାଜନୈତିକ ବୟାନବାଜି ଜାରି ରହିଥିବାବେଳେ ବରିଷ୍ଠ ନେତା ବିଜୟ ମହାପାତ୍ର ବଡ଼ ବୟାନ…