Odisha Link
Bridging the Missing Links in Odisha
Daily Archives

November 12, 2024

ବିଜେପି ବିଧାୟକଙ୍କ ବଡ଼ ବୟାନ,…

ଓଏଲ୍‌ ବ୍ୟୁରୋ: ବିଜୁ ଜନତା ଦଳକୁ ହରାଇ ପ୍ରଥମ ଥର ପାଇଁ ରାଜ୍ୟ ଶାସନ ଗାଦିରେ ବସିଛି ଭାରତୀୟ ଜନତା ପାର୍ଟି। ଏସବୁ ମଧ୍ୟରେ ମୋହନ ସରକାରଙ୍କୁ ପୁରିଲାଣି ୪ ମାସ। ଅନ୍ୟପଟେ ବିରୋଧୀ ଆସନରେ ପ୍ରଥମଥର ପାଇଁ ବସିଥିବା ବିଜେଡି ପରାଜୟର କାରଣ ଖୋଜି ପାଉନାହିଁ। ଏଏସବୁ ଭିତରେ ବରିଷ୍ଠ ବିଜେପି ବିଧାୟକ…

ଲଷ୍ମୀ ନାରାୟଣ ବେଶରେ ମହାପ୍ରଭୁ,…

ଓଏଲ୍‌ ବ୍ୟୁରୋ: ଶ୍ରୀକ୍ଷେତ୍ରରେ ଆଜିଠାରୁ କାର୍ତ୍ତିକ ମାସର ପଞ୍ଚକବ୍ରତ ଆରମ୍ଭ ହୋଇଥିବା ବେଳେ ଚଳିତବର୍ଷ ପଞ୍ଚକ ବ୍ରତ ୫ ଦିନ ପରିବର୍ତ୍ତେ ୪ ଦିନ ପଡ଼ୁଥିବାରୁ ପ୍ରବଳ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସମାଗମ ପରିଲକ୍ଷିତ ହୋଇଛି। ଚଳିତବର୍ଷ ମହାପ୍ରଭୁଙ୍କ ଲଷ୍ମୀନୃସିଂହ ବେଶକୁ ବାଦ ଦେଇ ଅନ୍ୟ ୪ଟି ବେଶ…

ଶାହରୁଖ୍ ଖାନ୍‌ଙ୍କୁ ହତ୍ୟା ଧମକ ଘଟଣା:…

ଓଏଲ୍‌ ବ୍ୟୁରୋ: ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ତରଫରୁ ବଲିଉଡର ଦବଙ୍ଗ ଷ୍ଟାର ସଲମାନ ଖାନଙ୍କୁ ଅନେକ ଥର ହତ୍ୟା ଧମକ ଦିଆଯିବା ପରେ ବଲିଉଡର କିଙ୍ଗ୍ ଶାହାରୁଖ ଖାନଙ୍କୁ ମଧ୍ୟ ହତ୍ୟା ଧମକ ମିଳିଥିବା ସାମ୍ନାକୁ ଆସିଛି। ଏହି ଘଟଣାରେ ବାନ୍ଦ୍ରା ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଏବେ ଖବର…

ବୋମା ଭୟ: ଭୁବନେଶ୍ୱର ବିମାନବନ୍ଦରରେ…

ଓଏଲ୍‌ ବ୍ୟୁରୋ: ବିମାନବନ୍ଦର ଗୁଡିକୁ ବାରମ୍ବାର ବୋମା ଧମକ ମିଳୁଥିବା ଖବର ସାମ୍ନାକୁ ଆସୁଥିଲା। ଏସବୁ ଭିତରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ କାର୍ଯ୍ୟକ୍ଷମ ହୋଇଛି ଇନ୍ ଲାଇନ୍ ବ୍ୟାଗେଜ୍ ହ୍ୟାଣ୍ଡେଲିଂ ସିଷ୍ଟମ (ଆଇଏଲ୍‌ବିଏସ୍‌)। ବ୍ୟୁରୋ ଅଫ୍ ସିଭିଲ୍ ଏଭିଏସନ୍ (ବିିସିଏଏସ୍‌)ର ଅନୁମତି…

ଶିମିଳିପାଳରେ ବୁଲୁଛି ‘ଯମୁନା’, ଶିକାର…

ଓଏଲ୍‌ ବ୍ୟୁରୋ: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଏନ୍‌କ୍ଲୋଜରରୁ ବାହାରି ମହାବଳ ବାଘୁଣୀ ‘ଯମୁନା’ ଶିକାର କରିବା ଆରମ୍ଭ କରିଛି। ଯମୁନା ଏବେ ସମ୍ପୂର୍ଣ୍ଣ ସୁସ୍ଥ ଓ ଚଳଚଞ୍ଚଳ ଥିବା ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ଡା.…

ହାଇକୋର୍ଟରେ ଭରତପୁର ଥାନା ମାମଲା: ସରକାର…

ଓଏଲ୍‌ ବ୍ୟୁରୋ: ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ନିର୍ଯାତନା ମାମଲାରେ ବିଚାର ବିଭାଗୀୟ ତଦନ୍ତ ଜାରି ରହିଛି। ଏସବୁ ଭିତରେ ବଡ ଖବର ସାମ୍ନାକୁ ଆସିଛି। ହାଇକୋର୍ଟରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ନିର୍ଯାତନା ମାମଲା ଚାଲିଥିବାବେଳେ ସରକାର ସ୍ୱତନ୍ତ୍ର ଏସଓପି ଜାରି…

୩ ବିଶ୍ୱବିଦ୍ୟାଳୟରେ ନିଯୁକ୍ତ ହେବେ ନୂଆ…

ଓଏଲ୍‌ ବ୍ୟୁରୋ: ଖୁବଶୀଘ୍ର ୩ ବିଶ୍ୱବିଦ୍ୟାଳୟରେ ନିଯୁକ୍ତ ହେବେ ନୂଆ କୁଳପତି। କାରଣ ସରିବାକୁ ଯାଉଛି ୩ ବିଶ୍ବବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ। ଚଳିତ ମାସରେ ସରୁଛି ୩ ପ୍ରମୁ୍‌ଖ ବିଶ୍ବବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ। ଉତ୍କଳ ବିଶ୍ୱବିଦ୍ୟାଳୟ, ଜି.ଏମ୍‌ ଓ ରମାଦେବୀ ବିଶ୍ବବିଦ୍ୟାଳୟର…

ଆମ୍ବ ଟାକୁଆ ପ୍ରସଙ୍ଗ: ବିଜୟ…

ଓଏଲ୍‌ ବ୍ୟୁରୋ: ସାରା ରାଜ୍ୟରେ ଚହଳ ପକାଇଥିବା କନ୍ଧମାଳ ଆମ୍ବ ଟାକୁଆ ଜାଉ ଖାଇ ଦୁଇ ଜଣଙ୍କ ମୃତ୍ୟୁ ପ୍ରସଙ୍ଗ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ମୃତ୍ୟୁ ପ୍ରସଙ୍ଗର ଆରଡିସି ସ୍ତରୀୟ ତଦନ୍ତ କରାଯାଇଛି। ତେବେ ଏହି ଘଟଣାରେ ରାଜନୈତିକ ବୟାନ ବାଜି ଜାରି ରହିଥିବାବେଳେ ବରିଷ୍ଠ ନେତା ବିଜୟ ମହାପାତ୍ର ବଡ଼ ବୟାନ…

ଆସନ୍ତା ୧୪ରୁ ପାଳନ ହେବ ସମବାୟ ସପ୍ତାହ,…

ଓଏଲ୍‌ ବ୍ୟୁରୋ: ଆସନ୍ତା ୧୪ରୁ ୨୦ ତାରିଖ ପର୍ଯ୍ୟନ୍ତ ସମବାୟ ସପ୍ତାହ ପାଳନ ହେବ। ଏନେଇ ସମବାୟ ସମିତି ପକ୍ଷରୁ ବିସ୍ତୃତ ଗାଇଡ଼ଲାଇନ ଜାରି କରାଯାଇଛି। ଜିଲ୍ଲାସ୍ତରରେ ସମବାୟ ସପ୍ତାହ ଲାଗି ବିଭାଗ ପକ୍ଷରୁ ଗାଇଡ଼ଲାଇନ ଜାରି ହୋଇଛି। ନଭେମ୍ବର ୧୪ରେ ଓଡ଼ିଶା ପକ୍ଷରୁ ୭୧ତମ ସର୍ବଭାରତୀୟ ସମବାୟ ସପ୍ତାହ…

ଆଜି ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ,…

ଓଏଲ୍‌ ବ୍ୟୁରୋ: ପ୍ରବାସୀ ଭାରତୀୟ ଦିବସ ଭାରତ ସରକାରଙ୍କ ଏକ ପ୍ରମୁଖ କାର୍ଯ୍ୟକ୍ରମ। ଏହା ବିଦେଶରେ ରହୁଥିବା ଭାରତୀୟମାନଙ୍କୁ ଏକସୂତ୍ରରେ ବାନ୍ଧି ସମ୍ପର୍କ ସ୍ଥାପନ କରିବା ତଥା ପରସ୍ପର ସହ ଆଲୋଚନା ପାଇଁ ଗୁରୁତ୍ୱପୂର୍ଣ୍ଣ ମଞ୍ଚ ପ୍ରଦାନ କରିଥାଏ। ଏହି ଅବସରରେ ଭାରତୀୟ ସମ୍ମିଳନୀର ଲୋଗୋ ଉନ୍ମୋଚନ…