ସୁପ୍ରିମକୋର୍ଟରୁ ଆସିନି କୌଣସି ନୋଟିସ୍:…
ଓଏଲ୍ ବ୍ୟୁରୋ: ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ ଆବେଦନ ଖାରଜ କରିଛନ୍ତି ସୁପ୍ରିମକୋର୍ଟ। ମହିଳା ଆଇଆଇସିଙ୍କୁ ମାଡ଼ ଘଟଣାରେ ଜୟନାରାୟଣ ମିଶ୍ର ଆଗୁଆ ଜାମିନ ମାଗିଥିଲେ। ଜୟନାରାୟଣଙ୍କ ଆବେଦନକୁ ପ୍ରଥମେ ହାଇକୋର୍ଟ ଖାରଜ କରିଥିଲେ। ଏହାକୁ ଚାଲେଂଜ କରି ସୁପ୍ରିମକୋର୍ଟ ଯାଇଥିଲେ…