Odisha Link
Bridging the Missing Links in Odisha
Daily Archives

November 19, 2024

ପୁରୀ ସମୁଦ୍ରରେ ଅଘଟଣ: ମିଳୁନି ଯୁବକଙ୍କ…

ଓଏଲ୍‌ ବ୍ୟୁରୋ: ପୁରୀ ସମୁଦ୍ରରେ ଅଘଟଣ ଘଟିଛି। ସମୁଦ୍ରରେ ଜଣେ ଯୁବକ ନିଖୋଜ ଅଛନ୍ତି। ଦିଗବାରେଣୀ ଛକ ନିକଟରେ ଘଟିଛି ଏମିତି ଘଟଣା। ସମୁଦ୍ରରେ ଗାଧେଇବା ବେଳେ ଏମିତି ଅଘଟଣ ଘଟିଥିବାର ଦେଖିବାକୁ ମିଳିଛି। ସାଙ୍ଗମାନଙ୍କ ସହ ପୁରୀ ବୁଲିବାକୁ ଆସିଥିଲେ ନିଖୋଜ ଥିବା ଯାଜପୁର ବିଞ୍ଜାରପୁରର ପ୍ରିୟାଂଶୁ…

୩ ହାତୀ ମୃତ୍ୟୁ ଘଟଣା: ବନ କର୍ମଚାରୀ…

ଓଏଲ୍‌ ବ୍ୟୁରୋ: ଏକକାଳୀନ ୩ ହାତୀ ମୃତ୍ୟୁ ଖବର ସାମ୍ନାକୁ ଆସିଛି। ସମ୍ବଲପୁର ନାକଟିଦେଉଳ ରେଞ୍ଜ ବୁରମାଳ ଜଙ୍ଗଲରୁ ୩ଟି ହାତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଦୁଇଟି ବଡ ହାତୀ ସହ ଗୋଟିଏ ଛୁଆ ହାତୀର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ହାତୀ ମୃତ୍ୟୁର ତଦନ୍ତ ଲାଗି JTFକୁ ନିର୍ଦ୍ଦେଶ ଦିଆଯାଇଥିଲା। ହାତୀ…

୨୫ରୁ ଶୀତ ଅଧିବେଶନ, ସର୍ବଦଳୀୟ ବୈଠକ…

ଓଏଲ୍‌ ବ୍ୟୁରୋ: ନଭେମ୍ବର ୨୫ରୁ ସଂସଦର ଶୀତ ଅଧିବେଶନ ଆରମ୍ଭ ହେବ। ସଂସଦର ଶୀତ ଅଧିବେଶନ ନଭେମ୍ବର ୨୫ରୁ ଆରମ୍ଭ ହୋଇ ଡିସେମ୍ବର ୨୦ ପର୍ଯ୍ୟନ୍ତ ଚାଲିବା ନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ସୂଚନା ଦେଇଛନ୍ତି। ଏହା ପୂର୍ବରୁ ସର୍ବଦଳୀୟ ବୈଠକ ଡାକିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ। ନଭେମ୍ବର…

ଦାୟିତ୍ୱରୁ ହଟିଲେ ରେଢ଼ାଖୋଲର ବିବାଦୀୟ…

ରେଢାଖୋଲରେ ଜିଲ୍ଲାପରିଷଦ ସଭ୍ୟଙ୍କୁ ତହସିଲଦାର ଦେବାଶିଷ ପାତ୍ର ଓ ଅମିନ କୁଳମଣି ନାୟକଙ୍କ ଦୁର୍ବ୍ୟବହାର ଘଟଣାରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦାୟିତ୍ୱରୁ ହଟିଲେ ରେଢ଼ାଖୋଲ ତହସିଲଦାର ଦେବାଶିଷ ପାତ୍ର। ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗକୁ ଫେରିଛନ୍ତି ଦେବାଶିଷ। ପୂର୍ବରୁ ଅମିନ କୁଳମଣି…

ହସ୍ପିଟାଲରେ ଅଗ୍ନିକାଣ୍ଡ ରୋକିବାକୁ…

ଓଏଲ୍‌ ବ୍ୟୁରୋ: ଉତ୍ତର ପ୍ରଦେଶର ଝାନ୍‌ସିସ୍ଥିତ ମହାରାଣୀ ଲକ୍ଷ୍ମୀବାଇ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଶୁକ୍ରବାର ବିଳମ୍ବିତ ରାତିରେ ହସ୍ପିଟାଲରେ ନିଆଁ ଲାଗିବାରୁ ୧୦ ଜଣ ଶିଶୁଙ୍କ ମୃତ୍ୟୁ ହୋଇ ଯାଇଛି। ୧୬ ଜଣ ଶିଶୁ ଗୁରୁତର ହୋଇଛନ୍ତି। ଏହି ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏଭଳି…

ଆଜିଠୁ ଦିଲ୍ଲୀରେ ସ୍କୁଲ ବନ୍ଦ,…

ଓଏଲ୍‌ ବ୍ୟୁରୋ: ଦିଲ୍ଲୀରେ ଚିନ୍ତା ବଢ଼ାଉଛି ବାୟୁ ପ୍ରଦୂଷଣ। ସକାଳୁ ସକାଳୁ ଦେଶର ରାଜଧାନୀର ବିଭିନ୍ନ ସ୍ଥାନ ବିଷାକ୍ତ ବାୟୁରେ ଛାଇ ହୋଇ ରହିଛି। ସେଣ୍ଟ୍ରାଲ ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡ ମୁତାବକ ଇଣ୍ଡିଆ ଗେଟ ସମେତ ଅନେକ ଅଞ୍ଚଳରେ ବାୟୁ ଗୁଣବତ୍ତା ମାନ ୫୦୦ ଟପିଛି। ବାୟୁର ମାନ ନିମ୍ନମାନରେ…

୨୦୪୭ ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’

ଓଏଲ୍‌ ବ୍ୟୁରୋ: ବୀମା, ଅର୍ଥନୈତିକ ଅଭିବୃଦ୍ଧିକୁି ତ୍ୱରାନ୍ୱିତ କରିବା ପାଇଁ ଆର୍ଥିକ ସେବାର ଏକ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ ଅଟେ। ରାଜ୍ୟରେ ବୀମା ପ୍ରସାରଣ ବୃଦ୍ଧି କରିବା ପାଇଁ ଗତକାଲି ଭାରତୀୟ ବୀମା ନିୟାମକ ଏବଂ ବିକାଶ ପ୍ରାଧିକରଣର ସଦସ୍ୟ ସଚିବ ସତ୍ୟଜିତ ତ୍ରିପାଠୀ, ଉନ୍ନୟନ କମିଶନର ତଥା ଅତିରିକ୍ତ…