Odisha Link
Bridging the Missing Links in Odisha
Daily Archives

November 20, 2024

ଫେବ୍ରୁଆରୀ ୧୫ରୁ ସିବିଏସଇ ଦଶମ ଓ ଦ୍ଵାଦଶ…

ଓଏଲ୍‌ ବ୍ୟୁରୋ: ଫେବ୍ରୁଆରୀ ୧୫ରୁ ସିବିଏସଇ ଦଶମ ଓ ଦ୍ଵାଦଶ ପରୀକ୍ଷା। ମାର୍ଚ୍ଚ ୧୮ ତାରଖ ଯାଏଁ ଚାଲିବ ଦଶମ ପରୀକ୍ଷା। ସେହିଭଳି ଫେବ୍ରୁଆରୀ ୧୫ରୁ ଅପ୍ରେଲ ୪ ତାରିଖ ଯାଏଁ ଚାଲିବ ଦ୍ୱାଦଶ ପରୀକ୍ଷା । ଏହାପୂର୍ବରୁ ଆଜି ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାଦଶ ପରୀକ୍ଷା ପାଇଁ ମଧ୍ୟ ତାରିଖ ଘୋଷଣା ହୋଇ…

ମହତାବଙ୍କ ଜୟନ୍ତୀ ପାଇଁ କେନ୍ଦ୍ରର…

ଓଏଲ୍‌ ବ୍ୟୁରୋ: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଉତ୍କଳକେଶରୀ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀ ପାଳନ ନିମନ୍ତେ କେନ୍ଦ୍ର ସରକାର ଆଜି ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। କମିଟିରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ଅଧ୍ୟକ୍ଷ ଥିବାବେଳେ ଅନ୍ୟ ୨୩ଜଣ ସଦସ୍ୟ ଅଛନ୍ତି। ରାଜ୍ୟର ଅବସରପ୍ରାପ୍ତ…

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଅଭିଯୋଗ

ଓଏଲ୍‌ ବ୍ୟୁରୋ: ଯାଜପୁରରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ପ୍ରଣବ ପ୍ରକାଶ ଦାସ (ବବି)ଙ୍କ ସମର୍ଥକମାନେ ତାଙ୍କୁ ଆକ୍ରମଣ କରିଥିବା କହିଛନ୍ତି ନିଜେ ବିଧାୟକ ସାହୁ। ଡିଡିଏମ୍‌ଙ୍କ ଅଫିସକୁ ମିଟିଂ ପାଇଁ ଯିବା ବେଳେ ଯାଜପୁର ବୁଢ଼ାପୋଲ ନିକଟରେ ବିଧାୟକଙ୍କୁ…

୫ଦିନିଆ ଓଡ଼ିଶା ଗସ୍ତରେ ଆସିବେ…

ଓଏଲ୍‌ ବ୍ୟୁରୋ: ଓଡ଼ିଶା ଆସିବେ ମହାମହିମ ରାଷ୍ଟ୍ରପତି। ଆସନ୍ତା ଡିସେମ୍ବର ୩ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସିବେ। ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ୩ ତାରିଖରେ ସେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଅବତରଣ କରିବେ ବୋଲି ପ୍ରକାଶିତ ଗସ୍ତ ସୂଚୀରୁ…

ଟି-୨୦ରେ ହାର୍ଦ୍ଦିକଙ୍କ ରାଜୁତି

ଓଏଲ୍‌ ବ୍ୟୁରୋ: ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ ଜିତିବା ପରେ ଆଇସିସି ରାଙ୍କିଙ୍ଗରେ ଭାରତୀୟ ଖେଳାଳିଙ୍କ ଦବଦବା। ଟି-୨୦ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଖେଳାଳି ତିଲକ ବର୍ମା ୩ୟ ସ୍ଥାନରେ ରହିଥିବା ବେଳେ ଅଲରାଉଣ୍ଡର ତାଲିକାର ପ୍ରଥମ ସ୍ଥାନରେ ରହିଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା। ସେ ଟି-୨୦…

ସହଜରେ ଜମି ପାଇବେ ବାସହରା, ନୂଆବର୍ଷରେ…

ଓଏଲ୍‌ ବ୍ୟୁରୋ: ୨୦୨୫ ଆରମ୍ଭରେ ଆସିବ ନୂଆ ପୁନଃ ଥଇଥାନ ଓ ବସତି(R&R) ନୀତି। ବାସହରା ଲୋକଙ୍କୁ ସହାୟତା ଦେବାକୁ ଆର୍‌ଆଣ୍ଡଆର୍ ପଲିସି-୨୦୦୬ର ସଂଶୋଧନ ହେବ। ବାସହରାଙ୍କୁ ଜମି ବଦଳରେ ଜମି ଦିଆଯାଇ ପାରିବ କି ନାହିଁ, ଚିନ୍ତା କରୁଛନ୍ତି ସରକାର। ସମସ୍ତ ବିଧାୟକ ଓ ଅଧିକାରୀମାନେ ସେମାନଙ୍କର ମତାମତ…

ଜାନୁଆରି ୨ରୁ ଯୁକ୍ତଦୁଇ ପ୍ରାକ୍ଟିକାଲ, ୩…

ଓଏଲ୍‌ ବ୍ୟୁରୋ: ଉଚ୍ଚ ମାଧ୍ୟମିକ ଶିକ୍ଷା ବିଭାଗ ପକ୍ଷରୁ +୨ ପରୀକ୍ଷା ତାରିଖ ଘୋଷଣା ହୋଇଛି। ଫେବ୍ରୁଆରୀ ୧୮ରୁ ଯୁକ୍ତଦୁଇ ପରୀକ୍ଷା ହେବ। ଯୁକ୍ତଦୁଇ ପରୀକ୍ଷା ନେଇ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ଫେବ୍ରୁଆରୀ ୧୮ରୁ ଯୁକ୍ତଦୁଇ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨୭ ଯାଏଁ ପରୀକ୍ଷା ଚାଲିବ। ଫେବ୍ରୁଆରୀ ୧୮ରୁ…

ହାତୀ ମୃତ୍ୟୁ ଘଟଣା: ଡିଏଫ୍‌ଓଙ୍କୁ କଡ଼ା…

ଓଏଲ୍‌ ବ୍ୟୁରୋ: ଏକକାଳୀନ ୩ ହାତୀ ମୃତ୍ୟୁ ଖବର ସାମ୍ନାକୁ ଆସିଛି। ସମ୍ବଲପୁର ନାକଟିଦେଉଳ ରେଞ୍ଜ ବୁରମାଳ ଜଙ୍ଗଲରୁ ୩ଟି ହାତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଦୁଇଟି ବଡ ହାତୀ ସହ ଗୋଟିଏ ଛୁଆ ହାତୀର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ହାତୀ ମୃତ୍ୟୁର ତଦନ୍ତ ଲାଗି JTFକୁ ନିର୍ଦ୍ଦେଶ ଦିଆଯାଇଥିଲା। ହାତୀ…

ଡବଲ ଧମାକା ପରେ ତିଲକଙ୍କୁ କ୍ୟାରିୟରର…

ଓଏଲ୍‌ ବ୍ୟୁରୋ: ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ ଜିତିବା ପରେ ଆଇସିସି ରାଙ୍କିଙ୍ଗରେ ଭାରତୀୟ ଖେଳାଳିଙ୍କ ଦବଦବା। ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଆଇସିସି ଟି-୨୦ ରାଙ୍କିଙ୍ଗର ପ୍ରଥମ ସ୍ଥାନ ଅକ୍ତିଆର କରିଛନ୍ତି। ସେହିପରି ଯୁବ ବାମହାତୀ ବ୍ୟାଟସମାନ୍‌ ତିଲକ ବର୍ମାଙ୍କୁ ମିଳିଛି ବଡ଼…

ରାଜ୍ୟ ରାଜନୀତିରେ ଗନ୍ଧମାର୍ଦ୍ଦନ ଜମି,…

ଓଏଲ୍‌ ବ୍ୟୁରୋ: ରାଜ୍ୟ ରାଜନୀତିରେ ବଢିଛି ଗନ୍ଧମାର୍ଦ୍ଦନ ଜମି ବିବାଦ। ବଲାଙ୍ଗିର-ବରଗଡ଼ ଜିଲ୍ଲା ସୀମାନ୍ତ ଗନ୍ଧମାର୍ଦ୍ଦନ ପାହାଡ଼ର ପାଦଦେଶରେ ଆଦାନୀ ଗ୍ରୁପ ଜମି କିଣିଛି। ଗୁଜରାଟର ଅହମଦାବାଦସ୍ଥିତ ଆଦାନୀ କର୍ପୋରେଟ୍‌ ହାଉସ ପକ୍ଷରୁ ‘ମହାନଦୀ ମାଇନ୍ସ ଆଣ୍ଡ ମିନେରାଲ୍ସ ପ୍ରାଇଭେଟ ଲିମିଟେଡ’ ନାଁରେ…