Odisha Link
Bridging the Missing Links in Odisha

ବନ୍ଧା ହେଲେ ଖାଦ୍ୟ ଯୋଗାଣ ଅଧିକାରୀ, କୋଟି କୋଟି ଟଙ୍କାର ବ୍ୟାଙ୍କ ଜମା ଠାବ

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ପଞ୍ଝାରେ ସିଏସ୍‌ଓ। ସୁବର୍ଣ୍ଣପୁର ଜିଲ୍ଲା ଖାଦ୍ୟ ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍‌ କରାଯାଇଥିବାବେଳେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଖାଦ୍ୟ ଯୋଗାଣ ଅଧିକାରୀ (CSO) ସୁରେଶ ପାଣିଗ୍ରାହୀଙ୍କୁ ଗିରଫ କରାଯାଇଛି। ସୁରେଶ ପାଣିଗ୍ରାହୀଙ୍କ ଭଡାଘର ଓ କାର୍ଯ୍ୟାଳୟ ସମେତ ୧୧ଟି ସ୍ଥାନରେ ରେଡ୍‌ କରାଯାଇଥିଲା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର, ସମ୍ବଲପୁର, ବଲାଙ୍ଗିର, ବରଗଡ଼, ସୁବର୍ଣ୍ଣପୁରରେ ରେଡ୍‌ ହୋଇଥିଲା। ରେଡ୍‌ ବେଳେ ୨ଟି କୋଠା, ୧ ଫାର୍ମ ହାଉସ, ୧୯ ପ୍ଲଟ, ୧.୭୨ କୋଟି ଟଙ୍କାର ବ୍ୟାଙ୍କ ଜମା ଠାବ ହୋଇଛି।

Leave A Reply

Your email address will not be published.