୨ଟି ପ୍ରସ୍ତାବକୁ କ୍ୟାବିନେଟ ମୋହର
ଓଏଲ୍ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଅପରାହ୍ନରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ଗୁରୁତ୍ବପୂର୍ଣ୍ଣ କ୍ୟାବିନେଟ ବୈଠକରେ ୨ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଓଡ଼ିଶା ବିଶ୍ବବିଦ୍ୟାଳୟ ସଂଶୋଧନ ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ବେଳେ ଶିଳ୍ପନୀତିର ଦୁଇଟି ସଂଶୋଧନ ପ୍ରସ୍ତାବକୁ ବିି ମିଳିଛି ଅନୁମୋଦନ। ସେହିପରି ଓଡ଼ିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତି ସଂଶୋଧନକୁ ମଞ୍ଜୁରି ମିଳିଥିବା ସୂଚନା ରହିଛି।