ଅପରାହ୍ନରେ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ
ଓଏଲ୍ ବ୍ୟୁରୋ: ଆଜି ଅପରାହ୍ନରେ ବସିବ ରାଜ୍ୟ ମନ୍ତ୍ରୀ ପରିଷଦର ଗୁରୁତ୍ବପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିିତ ହେବ ଆଜିର ବୈଠକ। ଏହି ବୈଠକରେ ଅତିରିକ୍ତ ବଜେଟକୁ ଅନୁମୋଦନ ମିଳିପାରେ। ମନ୍ତ୍ରୀ ପରିଷଦ ବୈଠକ ପରେ କ୍ୟାବିନେଟ୍ ବୈଠକ ଆରମ୍ଭ ହେବ।
ଆସନ୍ତା ୨୬…