Odisha Link
Bridging the Missing Links in Odisha
Daily Archives

November 26, 2024

୨୬/ ୧୧ ମୁମ୍ବାଇ ଆକ୍ରମଣ: ୧୬ ବର୍ଷ ତଳେ…

ମୁମ୍ବାଇ: ୨୬/୧୧ ମୁମ୍ବାଇ ଆକ୍ରମଣ ଘଟଣାକୁ ଆଜି ପୁରିଛି ୧୬ ବର୍ଷ। ହେଲେ ମନରୁ ଲିଭିନି ସେ ଦିନର ଘଟଣା। ଲୋମ ଟାଙ୍କୁରୀ ଉଠେ ସେ ନରସଂହାର ଦିନ ମନେ ପକାଇଲେ। ଆଜି ସାରା ଦେଶ ୨୬/୧୧ ଆକ୍ରମଣର ୧୬ ତମ ବାର୍ଷିକୀରେ ଶହୀଦ ବୀରଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ୧୦ ପାକିସ୍ତାନୀ ଆତଙ୍କୀ ଯେଉଁ…

ସମ୍ବିଧାନ ଦିବସ: ଉନ୍ମୋଚିତ ହେବ ୨…

ଓଏଲ୍‌ ବ୍ୟୁରୋ: ଆଜି ପୁରା ଦେଶ ପାଳୁଛି ୭୫ତମ ସମ୍ବିଧାନ ଦିବସ । ପ୍ରତି ବର୍ଷ ନଭେମ୍ବର ୨୬ ତାରିଖକୁ ସମ୍ବିଧାନ ଦିବସ ଭାବରେ ପାଳନ କରାଯାଏ । ୧୯୪୯ ମସିହା ନଭେମ୍ବର ୨୬ରେ ଭାରତ ସମ୍ବିଧାନକୁ ଗ୍ରହଣ କରିଥିଲା ଏବଂ ୧୯୫୦ ମସିହା ଜାନୁଆରୀ ୨୬ରେ ଏହାକୁ ଭାରତରେ ଲାଗୁ କରାଯାଇଥିଲା । ୨୦୧୫ ମସିହାରେ…

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା:…

ଓଏଲ୍‌ ବ୍ୟୁରୋ: ଯାଜପୁରରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ପ୍ରଣବ ପ୍ରକାଶ ଦାସ (ବବି)ଙ୍କ ସମର୍ଥକମାନେ ତାଙ୍କୁ ଆକ୍ରମଣ କରିଥିବା କହିଛନ୍ତି ନିଜେ ବିଧାୟକ ସାହୁ। ଡିଡିଏମ୍‌ଙ୍କ ଅଫିସକୁ ମିଟିଂ ପାଇଁ ଯିବା ବେଳେ ଯାଜପୁର ବୁଢ଼ାପୋଲ ନିକଟରେ ବିଧାୟକଙ୍କୁ…

ପାନ୍ ୨.୦କୁ କ୍ୟାବିନେଟ ଅନୁମୋଦନ,…

ଓଏଲ୍‌ ବ୍ୟୁରୋ: ପାନ୍ ୨.୦କୁ କ୍ୟାବିନେଟ ଅନୁମୋଦନ ମିଳିଛି। ମୋଦି ସରକାର ସୋମବାର ପାନ୍ ୨.୦ ପ୍ରକଳ୍ପ ଆରମ୍ଭ କରିବାକୁ ଘୋଷଣା କରିଛନ୍ତି। ଏଣିକି କ୍ୟୁଆର କୋର୍ଡ ସହ ଆସିବ ପାନ୍‌ କାର୍ଡ। ପାନ୍‌ ୨.୦ ପ୍ରକଳ୍ପକୁ ଅନୁମୋଦନ କରିଛି କେନ୍ଦ୍ର କ୍ୟାବିନେଟ୍। ବର୍ତ୍ତମାନର କାର୍ଡ ଗୁଡ଼ିକୁ ବିନା କୌଣସି ଦେୟରେ…

ସମ୍ବିଧାନ ଦିବସରେ ସ୍ବତନ୍ତ୍ର…

ଓଏଲ୍‌ ବ୍ୟୁରୋ: ଦେଶ ପାଳୁଛି ସମ୍ବିଧାନ ଦିବସ। ସମ୍ବିଧାନ ଗଠନ ହେବାକୁ ପୂରଣ ହୋଇଛି ୭୫ ବର୍ଷ। ଏନେଇ ସାରା ଦେଶରେ ପାଳିତ ହେଉଛି ସମ୍ବିଧାନ ଦିବସ। ରାଜଧାନୀ ଭୁବନେଶ୍ବରରେ ମଧ୍ୟ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ, ଆଇନ୍‌ ମନ୍ତ୍ରୀ ପୃଥ୍ବୀରାଜ…

ଆଜିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ

ଓଏଲ୍‌ ବ୍ୟୁରୋ: ଆଜି ଠାରୁ ଆରମ୍ଭ ହେଉଛି ବିଧାନସଭା ଶୀତ ଅଧିବେଶନ। ନଭେମ୍ବର ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ବିଧାନସଭା ଅଧିବେଶନ ଚାଲିବା ପାଇଁ କାର୍ଯ୍ୟସୂଚୀ ସ୍ଥିର ହୋଇଛି। ଅଧିବେଶନରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି। ଗୃହ କାର୍ଯ୍ୟ ଆରମ୍ଭରୁ ଦିବଙ୍ଗତ ସଦସ୍ୟଙ୍କ ପାଇଁ ଶୋକ ପ୍ରସ୍ତାବ ଆଗତ…