କମିଲା ଚାଷୀଙ୍କ ପଞ୍ଜୀକରଣ ସଂଖ୍ୟା,…
ଓଏଲ୍ ବ୍ୟୁରୋ: ଆଜି ବିଧାନସଭା ଶୀତକାଳୀନ ଅଧିବେଶନର ଦ୍ବିତୀୟ ଦିନ। କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରଶ୍ନକାଳ ଆରମ୍ଭ ହୋଇଛି। ଗୃହରେ ବିଭାଗୀୟ ମନ୍ତ୍ରୀ ବିଭିନ୍ନ ପ୍ରଶ୍ନର ଉତ୍ତର ରଖୁଛନ୍ତି। ଚାଷୀଙ୍କ ପଞ୍ଜୀକରଣ ନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ବଡ…