‘ବହିବର୍ଷା-୨’ରେ…
ଓଏଲ୍ ବ୍ୟୁରୋ: ବାହାରେ ମେଘୁଆ ପାଗ। ଶୀତୁଆ ପବନରେ ଅଳ୍ପଅଳ୍ପ ଶିହରଣ ସୃଷ୍ଟି ହେଉଥିଲା ଦେହରେ। ଆଉ ଏମିତି ଏକ ଅଳସୀ ରବିବାରିଆ ସକାଳେ ଓଡ଼ିଶାର ବିଭିନ୍ନ କୋଣରୁ ଆସି ବୁଦ୍ଧମନ୍ଦିର ପରିସରରେ ଏକାଠି ହୋଇଥିଲେ ନବୀନ-ପ୍ରବୀଣ-ବରିଷ୍ଠ ଶତାଧିକ ଲେଖକ ଲେଖିକା। ଆୟୋଜିତ ହୋଇଥିଲା ‘ଟାଇମ୍ପାସ୍ ବହିବର୍ଷା’ର…