Odisha Link
Bridging the Missing Links in Odisha
Daily Archives

December 3, 2024

ବିଜେଡିର ରାଜ୍ୟ ସରକାରଙ୍କୁ କଟାକ୍ଷ,…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଆଳୁକୁ ନେଇ ଅଭାବନୀୟ ସ୍ଥିତି। ଦରଦାମ ବୃଦ୍ଧିକୁ ନେଇ ଲୋକଙ୍କ ଭିତରେ ଅସନ୍ତୋଷ ବଢିଛି। ଆଳୁ ଦରକୁ ନେଇ ଏବେ ରାଜ୍ୟ ରାଜିନୀତିରେ ଚର୍ଚ୍ଚା ଆରମ୍ଭ ହୋଇଛି। ଦରଦାମ ବୃଦ୍ଧି ନେଇ ସରକାରଙ୍କୁ ଟାର୍ଗେଟ କରିଛି ବିଜେଡି। ସାମ୍ବାଦିକ ସମ୍ମିଳନୀ ବିଜେଡି ନେତା କହିଛନ୍ତି, ବିଜେପି…

କାଲି ପୁରୀରେ ପାଳନ ହେବ ନୌସେନା ଦିବସ,…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ପୁରୀରେ ପାଳନ ହେବ ନୌସେନା ଦିବସ। କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଭିଡ଼ ନିୟନ୍ତ୍ରଣ ପାଇଁ ପୁରୀ ଏସ୍‌ପି ଆଡଭାଇଜରି ଜାରି କରିଛନ୍ତି। https://x.com/SPPuri1/status/1863858932537790704…

ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ…

ଓଏଲ୍‌ ବ୍ୟୁରୋ: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ବଲିଉଡ ପ୍ରଯୋଜିକା ଏକତା କପୁର। ଓଡ଼ିଶା ସରକାର ଦି ସାବରମତୀ ରିପୋର୍ଟ ଚଳଚ୍ଚିତ୍ର ଉପରୁ ଟିକସ୍‌ ଛାଡ଼ କରିଥିବାରୁ ଧନ୍ୟବାଦ ଜଣାଇଛନ୍ତି ଏକତା କପୁର। ଏହା ସହ ଚଳଚ୍ଚିତ୍ର ଦେଖିବାକୁ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳ ସଦସ୍ୟଙ୍କୁ…

କିଏ ସେ ଭେଙ୍କଟ ଦତ୍ତା ସାଇ ? ଯାହାଙ୍କୁ…

ଓଏଲ୍‌ ବ୍ୟୁରୋ: ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ଭାରତର ଷ୍ଟାର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ। ଡିସେମ୍ବର ୨୨ ତାରିଖରେ ସେ ପୋସିଡେକ୍ସ ଟେକ୍ନୋଲୋଜିରେ କାର୍ଯ୍ୟକାରୀ ନିର୍ଦ୍ଦେଶକ ରହିଥିବା ଭେଙ୍କଟ ଦତ୍ତ ସାଇଙ୍କ କନିଆଁ ସାଜିବେ। ରାଜସ୍ଥାନର ଉଦୟପୁରେ ହାତକୁ ଦି ହାତ ହେବେ ଏହି…

୫ ବର୍ଷରେ ଆଖିବୁଜିଲେ ୩୭ ବାଘ,…

ଓଏଲ୍‌ ବ୍ୟୁରୋ: ବିଧାନସଭା ଶୀତ ଅଧିବେଶନର ପଞ୍ଚମ କାର୍ଯ୍ୟ ଦିବସରେ ବିଭିନ୍ନ ବିଭାଗର ଆଲୋଚନା ଚାଲିଛି। ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି ବିଭାଗୀୟ ମନ୍ତ୍ରୀ। ଏସବୁ ଭିତରେ ବାଘ ମୃତ୍ୟୁକୁ ନେଇ ଉଦ୍ବେଗ ପ୍ରକାଶ ପାଇଛି। ରାଜ୍ୟରେ ୨୦୧୯-୨୦ରୁ ୨୦୨୪-୨୫ ମଧ୍ୟରେ ରାଜ୍ୟରେ ୩୪ କଲରା ପତରିଆ ବାଘ ଏବଂ ୩…

ଗୃହରେ ମନ୍ତ୍ରୀଙ୍କ ସୂଚନା: ୨୦୨୭ ସୁଦ୍ଧା…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ମେଟ୍ରୋ ରେଳ ପ୍ରକଳ୍ପ କାର୍ଯ୍ୟ ଦ୍ରୁତଗତିରେ ଆଗେଇ ଚାଲିଛି। ଏସବୁ ଭିତରେ ମେଟ୍ରୋ ରେଳ ପ୍ରକଳ୍ପକୁ ନେଇ ବଡ଼ ଖବର ଆସିଛି। ୪ ବର୍ଷ ମଧ୍ୟରେ ଶେଷ ହେବ ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ। ୨୦୨୭ ଡିସେମ୍ବର ସୁଦ୍ଧା ମେଟ୍ରୋ ରେଳ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ…

ଭିଜିଲାନ୍ସ ଜାଲରେ ସରକାରୀ ବାବୁ, ଠାବ…

ଓଏଲ୍‌ ବ୍ୟୁରୋ: କିଛି ଦିନ ହେବ ଚାଲିଛି ସରକାରୀ ବାବୁଙ୍କ ମାଳମାଳ ସମ୍ପତିର ଖୋଳତାଡ଼। ଅନେକ ସରକାରୀ ବାବୁ ଭିଜିଲାନ୍ସ ଜାଲରେ ପଡିଥିବାବେଳେ ତଦନ୍ତ କରୁଛି ଭିଜିଲାନ୍ସ ଦଳ। ଏସବୁ ଭିତରେ ଭିଜିଲାନ୍ସ ଜାଲରେ ପଡିଛନ୍ତି ସରକାରୀ ନିର୍ବାହୀ ଯନ୍ତ୍ରୀ।ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁରର…

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ:…

ଓଏଲ୍‌ ବ୍ୟୁରୋ: ବିଧାନସଭାରେ ଜାରି ରହିଛି ଅଧିବେଶନ। ବିଭିନ୍ନ ପ୍ରସଙ୍ଗ ମଧ୍ୟରେ ବିଧାୟକଙ୍କ ଦରମାକୁ ନେଇ ପ୍ରସଙ୍ଗ ହୋଇଛି। ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନସନ ବୃଦ୍ଧି ପ୍ରସଙ୍ଗକୁ ନେଇ ବିଧାନସଭାରେ ଦାବି ଆଣିଲା ବିଜେଡି। ବିଧାନସଭାରେ ବିଧାୟକଙ୍କ ଦରମା ବୃଦ୍ଧି ଦାବି କରିଛନ୍ତି ବିରୋଧୀ…

ଆଳୁ ବେପାରୀଙ୍କୁ କାରଣ ଦର୍ଶାଅ ନୋଟିସ୍

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଆଳୁକୁ ନେଇ ଅଭାବନୀୟ ସ୍ଥିତି। ଦରଦାମ ବୃଦ୍ଧିକୁ ନେଇ ଲୋକଙ୍କ ଭିତରେ ଅସନ୍ତୋଷ। ଏସବୁ ଭିତରେ ୪ଟି ଆଳୁ ଭଣ୍ଡାରକୁ ଯୋଗାଣ ବିଭାଗର କାରଣ ଦର୍ଶାଅ ନୋଟିସ୍। ଯୋଗାଣ ବିଭାଗ ସାଇ, ଜୟଗୁରୁ, ଶଙ୍କର ଓ ଅଭିରାମ ଭଣ୍ଡାରକୁ କାରଣ ଦର୍ଶାଅ ନୋଟିସ୍ ଦେଇଛି। ମହଜୁଦ ସାମଗ୍ରୀ ଓ ମୂଲ୍ୟର…

୩ ବର୍ଷରେ ଶତାଧିକ ଦାଦନ ଶ୍ରମିକଙ୍କ…

ଓଏଲ୍‌ ବ୍ୟୁରୋ: ବିଧାନସଭା ଅଧିବେଶନ ଜାରି ରହିଛି। ବିଧାନସଭା ଶୀତ ଅଧିବେଶନର ପଞ୍ଚମ କାର୍ଯ୍ୟ ଦିବସରେ ବିଭିନ୍ନ ବିଭାଗର ଆଲୋଚନା ଚାଲିଛି। ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି ବିଭାଗୀୟ ମନ୍ତ୍ରୀ। ଆଜି ପଞ୍ଚାୟତରାଜ, ପାନୀୟ ଜଳ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ ପରିବେଶ ଓ ଜୟବାୟୁ…