Odisha Link
Bridging the Missing Links in Odisha
Daily Archives

December 7, 2024

ଶ୍ରୀମନ୍ଦିର ହୁଣ୍ଡିକୁ ଆସିଛି ୧୦୦…

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିର ହୁଣ୍ଡିରୁ ପ୍ରତିବର୍ଷ କେତେ ଟଙ୍କା ଆଦାୟ ହେଉଛି? ଏପ୍ରଶ୍ନ ପ୍ରାୟ ସମସ୍ତ ଭକ୍ତଙ୍କ ମନରେ ଆସୁଥିବ ନିଶ୍ଚୟ। ଆଜି ବିଧାନସଭାରେ ଏନେଇ ଲିଖିତ ଉତ୍ତର ରଖିଛନ୍ତି ଆଇନ୍‌ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମହାପ୍ରଭୁ ଜଗନ୍ନାଥଙ୍କ ହୁଣ୍ଡିରୁ କେତେ ଟଙ୍କା ଆଦାୟ ହେଉଛି…

ଗୃହରେ ସିଏଜି ରିପୋର୍ଟ ଉପସ୍ଥାପିତ,…

ଓଏଲ୍‌ ବ୍ୟୁରୋ: ଶୀତକାଳନୀ ଅଧିବେଶନରେ ଶନିବାର ଅପରାହ୍‌ଣରେ ସିଏଜି ରିପୋର୍ଟ ଉପସ୍ଥାପିତ ହୋଇଯାଇଛି। ସିଏଜି ରିପୋର୍ଟ ଉପସ୍ଥାପନ ବେଳେ କଂଗ୍ରେସ ବିଧାୟକମାନେ ଗୃହରେ ହଟ୍ଟଗୋଳ କରିଛନ୍ତି। କଂ‌ଗ୍ରେସର ବିଧାୟକମାନେ ଅଦାନୀ ପ୍ରସଙ୍ଗରେ ନିଜ ଆସନରେ ଠିଆହୋଇ ପୋଷ୍ଟର ଦେଖାଇ ପ୍ରଦର୍ଶନ କରିଛନ୍ତି।…

୧୨୫ ଏସଏଚଜି ଗ୍ରୁପକୁ କାରଣ ଦର୍ଶାଅ…

ଓଏଲ୍‌ ବ୍ୟୁରୋ: ବିଧାନସଭାରେ ଉଠିଲା ଛତୁଆ ପ୍ରସଙ୍ଗ। ନିମ୍ମମାନର ଛତୁଆ ପ୍ରସଙ୍ଗ ନେଇ ବିରୋଧୀ ସରକାରଙ୍କୁ ଗୃହରେ ଘେରିଛନ୍ତି। ଛତୁଆ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ବିଧାୟକ କଳିକେଶ ନାରାୟଣ ସିଂ ଦେଓ ପ୍ରଶ୍ନ କରିଛନ୍ତି। ଆଉ ଏହାର ଉତ୍ତରରେ ପ୍ରଭାତୀ ପରିଡ଼ା କହିଛନ୍ତି, ନିମ୍ନମାନର…

ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କୁ ବଡ଼…

ଓଏଲ୍‌ ବ୍ୟୁରୋ: ମହାରାଷ୍ଟ୍ରରେ ମହାୟୁତି ସରକାର ଗଠନ ପରେ ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କୁ ବଡ଼ ଆଶ୍ବସ୍ତି। ଆୟକର ବିଭାଗର ଟ୍ରିବ୍ୟୁନାଲ ଅଜିତ ପାଓ୍ବାରଙ୍କ ୧ ହଜାର କୋଟି ଟଙ୍କାର ସମ୍ପତ୍ତି ଫେରାଇ ଦେବ। ୨୦୨୧ ଅକ୍ଟୋବର ୭ରେ ଏହି ସମ୍ପତ୍ତି ଜବତ କରିଥିଲା ଆଇଟି। ପତ୍ନୀ ସୁନେତା ଏବଂ ପୁଅ ପର୍ଥଙ୍କ…

ରାଜ୍ୟରେ ବଢ଼ୁଛି ମଦ ବିକ୍ରି, ବରଗଡ଼ ଓ…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଦିନକୁ ଦିବ ବୃଦ୍ଧି ପାଇବାରେ ଲାଗିଛି ବିଦେଶୀ ମଦ ଓ ଦେଶୀ ମଦ ବିକ୍ରି। ଏନେଇ ଆଜି ଗୃହରେ ଲିଖିତ ଉତ୍ତର ରଖିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଗୃହରେ ମନ୍ତ୍ରୀ କହିଛନ୍ତି, ଗତ ବର୍ଷ ୨୦୨୨-୨୩ରେ ୫ କୋଟି ୮୩ ଲକ୍ଷ ୪୪ ହଜାର ବିଦେଶୀ ମଦ ବିକ୍ରି ହୋଇଥିବା ବେଳେ…

ବିଜୁ ଶ୍ରମିକ ସାମ୍ମୁଖ୍ୟର…

ଓଏଲ୍‌ ବ୍ୟୁରୋ: ବିଜୁ ଶ୍ରମିକ ସାମ୍ମୁଖ୍ୟର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସାମିଲ ହୋଇଛନ୍ତି। ବିଜୁ ଶ୍ରମିକ ସାମ୍ମୁଖ୍ୟର କାର୍ଯ୍ୟକାରିଣୀ ବୈଠକରେ ନବୀନ ପଟ୍ଟନାୟକ ସମ୍ବୋଧନ କରି କହିଛନ୍ତି, ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ବହୁତ ଖୁସି। ଶ୍ରମିକ ହେଉଛନ୍ତି…

ଆୟ ବହିର୍ଭୂତ ସମ୍ପତ୍ତି ଠାବ, ବନ୍ଧା…

ଓଏଲ୍‌ ବ୍ୟୁରୋ: ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ଏସିଏଫ ରେବତୀ ରମଣ ଯୋଶୀଙ୍କ ଘରେ ଜୋରଦାର ଚଢାଉ ପରେ ଭିଜିଲାନ୍ସ ଗିରଫ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ପରେ ରେବତୀ ରମଣ ଯୋଶୀଙ୍କ ପୁଲ ପୁଲ ସମ୍ପତି ଠାବ ହୋଇଛି। ସମ୍ବଲପୁର ଟାଉନରୁ ଏକ ୩ ମହଲା ସମେତ ୩ କୋଠା, ସମ୍ବଲପୁର ଓ…

୩୯ତମ ଜାତୀୟ ଜୁନିୟର ଆଥଲେଟିକ୍ସ…

ଓଏଲ୍‌ ବ୍ୟୁରୋ: ୩୯ତମ ଜାତୀୟ ଜୁନିୟର ଆଥଲେଟିକ୍ସ ଚମ୍ପିୟାନସିପ୍ ଆରମ୍ଭ ହୋଇଛି। ଆଜିଠୁ ଅରାମନହ ହୋଇ ୧୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ୍ ଠାରେ ୩୯ତମ ଜାତୀୟ ଜୁନିୟର ଆଥଲେଟିକ୍ସ ଚମ୍ପିୟାନସିପ୍ ଅନୁଷ୍ଠିତ ହେବ। ପାଞ୍ଚ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ପ୍ରତିଯୋଗିତାରେ…

ମୟୂରଭଞ୍ଜରେ ମହାମହିମ, ୩ଟି ରେଳ…

ଓଏଲ୍‌ ବ୍ୟୁରୋ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୫ ଦିନିଆ ଓଡ଼ିଶା ଗସ୍ତର ଆଜି ଶେଷ ଦିନ। ଶେଷ ଦିନରେ ବିଭିନ୍ନ କାର୍ଯ୍ୟକ୍ରମ ରହିଥିବାବେଳେ ରାଇରଙ୍ଗପୁରରେ ବିଭିନ୍ନ ରେଳ ପ୍ରକଳ୍ପର ଶିଳାନ୍ନ୍ୟାସ କରିଛନ୍ତି ରାଷ୍ଟ୍ରପତି। ବାଙ୍ଗରିପୋଷୀ-ଗୋରୁମହିଷାଣି, ବୁଢାମରା- ଚାକୁଳିଆ, ବାଦାମପାହାଡ-କେନ୍ଦୁଝର…

ବିଧାନସଭାରେ ଅଚଳାବସ୍ଥା, ୪ଟା ଯାଏଁ ଗୃହ…

ଓଏଲ୍‌ ବ୍ୟୁରୋ: ଆଜି ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଏଏସଓ ପରୀକ୍ଷାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବୟାନ ପ୍ରସଙ୍ଗରେ ବିଜେଡି ସଦସ୍ୟ ପ୍ରତିବାଦ କରିଥିଲେ। ବିଜେଡି ସଦସ୍ୟଙ୍କ ପ୍ରତିବାଦ ପରେ ଗୃହକୁ ଦିନ ସାଢେ ୧୧ଟା ଯାଏଁ ମୁଲତବୀ ଘୋଷଣା କରାଯାଇଥିଲା। ଗୃହ…