Odisha Link
Bridging the Missing Links in Odisha
Daily Archives

December 7, 2024

ସୁଦୃଢ଼ ହେବ ଓଡ଼ିଶାର ଶିକ୍ଷା…

ଓଏଲ୍‌ ବ୍ୟୁରୋ: ସୁଦୃଢ଼ ହେବ ଶିକ୍ଷା ବ୍ୟବସ୍ଥା। ଶିକ୍ଷାର ଭିତ୍ତିଭୂମିର ବିକାଶ ପାଇଁ ଦେଶରେ ଖୋଲିବ ମୋଟ ୮୫ଟି କେନ୍ଦ୍ରୀୟ ବିଦ୍ୟାଳୟ। ଓଡ଼ିଶାରେ ଖୋଲିବ ଆଉ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ। ୮୫ଟି ସ୍କୁଲ ପାଇଁ ୮ବର୍ଷରେ ୫,୮୭୨ କୋଟି ଟଙ୍କା ଖର୍ଚ୍ଚ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ଆଜି ମହାମହିମଙ୍କ ଓଡ଼ିଶା ଗସ୍ତର ଶେଷ ଦିନ,…

ଓଏଲ୍‌ ବ୍ୟୁରୋ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୫ ଦିନିଆ ଓଡ଼ିଶା ଗସ୍ତର ଆଜି ଶେଷ ଦିନ। ଶେଷ ଦିନରେ ବିଭିନ୍ନ କାର୍ଯ୍ୟକ୍ରମ ରହିଥିବାବେଳେ ରାଇରଙ୍ଗପୁରରେ ବିଭିନ୍ନ ରେଳ ପ୍ରକଳ୍ପର ଶିଳାନ୍ନ୍ୟାସ କରିଛନ୍ତି ରାଷ୍ଟ୍ରପତି। ବାଙ୍ଗରିପୋଷୀ-ଗୋରୁମହିଷାଣି, ବୁଢାମରା- ଚାକୁଳିଆ, ବାଦାମପାହାଡ-କେନ୍ଦୁଝର…

ଆଜି ଶ୍ରୀମନ୍ଦିରରେ ‘ଘୋଡ଼ଲାଗି’ ନୀତି,…

ଓଏଲ୍‌ ବ୍ୟୁରୋ: ଆଜି ଶ୍ରୀମନ୍ଦିରରେ ‘ଘୋଡ଼ଲାଗି’ ନୀତି। ଶୀତ ବସ୍ତ୍ର ପରିଧାନ କରିବେ ମହାପ୍ରଭୁ। ଶୀତ ପ୍ରକୋପ ପାଇଁ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ‘ଘୋଡ଼ ଲାଗି’ ନୀତି ହେବ। ଏଣୁ ଶ୍ରୀମନ୍ଦିରର ଦର୍ଜି ସେବକଙ୍କ ଦ୍ୱାରା ଶୀତବସ୍ତ୍ର ପ୍ରସ୍ତୁତ ସରିଛି। ଚତୁର୍ଦ୍ଧାମୂର୍ତ୍ତିଙ୍କ ପାଇଁ ୪ଟି ଘୋଡ଼ ସହ…

ସିରିଆ ନଯିବାକୁ ଭାରତୀୟଙ୍କୁ ପରାମର୍ଶ,…

ଓଏଲ୍‌ ବ୍ୟୁରୋ: ସିରିଆରେ ସପ୍ତାହେ ହେବ ଲାଗି ରହିଛି ଗୃହଯୁଦ୍ଧ। ହୟାତ ତହରିର ଅଲ ଶାମ ବିଦ୍ରୋହୀ ଯୁଦ୍ଧ ଆରମ୍ଭ କରିଛନ୍ତି। ଏଥିରେ ପାଖାପାଖି ୩ ଶହରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇ ସାରିଲାଣି। ବିଦ୍ରୋହୀଙ୍କ ହିଂସା ବଢୁଥିବାରୁ ଭାରତୀୟ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କରିଛି ବିଦେଶ ମନ୍ତ୍ରାଳୟ।…

ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ, ଗୃହ…

ଓଏଲ୍‌ ବ୍ୟୁରୋ: ଆଜି ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଏଏସଓ ପରୀକ୍ଷାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବୟାନ ପ୍ରସଙ୍ଗରେ ବିଜେଡି ସଦସ୍ୟ ପ୍ରତିବାଦ କରିଥିଲେ। ବିଜେଡି ସଦସ୍ୟଙ୍କ ପ୍ରତିବାଦ ପରେ ଗୃହକୁ ଦିନ ସାଢେ ୧୧ଟା ଯାଏଁ ମୁଲତବୀ ଘୋଷଣା କରାଯାଇଛି। ଆଜି…

ଦିନେ ବିବାଦରେ ଫସିଥିଲେ, ଏବେ କେନ୍ଦ୍ରୀୟ…

ଓଏଲ୍‌ ବ୍ୟୁରୋ: କେନ୍ଦ୍ରୀୟ ଡେପୁଟେସନରେ ଯିବେ ଓଡ଼ିଶାର ଚର୍ଚ୍ଚିତ ଆଇପିଏସ୍‌ ଆଶିଷ ସିଂହ। ଇଣ୍ଡୋ ତିବୋତାନ ବୋର୍ଡ ପୁଲିସର ଆଇଜି ଭାବେ ଯୋଗ ଦେବେ ଆଶିଷ ସିଂହ। ସେ ୫ ବର୍ଷ ଯାଏଁ ଏହି ପଦବୀରେ ରହିବେ। ଏହାସହ ତୁରନ୍ତ କାର୍ଯ୍ୟରେ ଯୋଗଦାନ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଭାରତ…