Odisha Link
Bridging the Missing Links in Odisha

ଲାଞ୍ଚ ନେବା ପଡ଼ିଲା ମହଙ୍ଗା, ବନ୍ଧା ହେଲେ କନିଷ୍ଠ କିରାଣି ଦେବଯାନୀ

ଓଏଲ୍‌ ବ୍ୟୁରୋ: ଲାଞ୍ଚ ନେବା ପଡ଼ିଲା ମହଙ୍ଗା। ବନ୍ଧା ହେଲେ ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ମନ୍ଦାକିନୀ କରଙ୍କ ଭଉଣୀ ଦେବଯାନୀ କର।କନିଷ୍ଠ କିରାଣି ଦେବଯାନୀ କରଙ୍କୁ ଗିରଫ କଲା ଭିଜିଲାନ୍ସ। ଲାଞ୍ଚ ନେଉଥିବା ସମୟରେ ରେଡ୍ ହ୍ୟାଣ୍ଡରେ ଧରିଛି ଭିଜିଲାନ୍ସ। ସୋମବାର ଖଣ୍ଡଗିରି ସବରେଜିଷ୍ଟ୍ରାର ଅଫିସର କନିଷ୍ଠ କିରାଣି ଦେବଯାନୀ କର ଲାଞ୍ଚ ନେଉଥିବା ସମୟରେ ମାଡିବସିଥିଲା ଭିଜିଲାନ୍ସ। ତାଙ୍କ କାର୍ଯ୍ୟାଳୟରୁ ୧୫ଲକ୍ଷ ୮ହଜାର ୫୫୦ଟଙ୍କା ମଧ୍ୟ ନିଜ କବଜାକୁ ନେଇଛି। ଜବତ ୧୫ ଲକ୍ଷର ହିସାବ ମିଳୁନଥିବାବେଳେ ଆଜି ତାଙ୍କୁ ଗିରଫ କରାଯାଇଛି।

Leave A Reply

Your email address will not be published.