Odisha Link
Bridging the Missing Links in Odisha
Daily Archives

December 11, 2024

ବିଲ୍ ଭରୁନାହାନ୍ତି ୨୩ଟି ଶିଳ୍ପ ସଂସ୍ଥା,…

ଓଏଲ୍‌ ବ୍ୟୁରୋ: ରାଜ୍ୟର ୨୩ଟି ଶିଳ୍ପ ସଂସ୍ଥା ବକେୟା ବିଜୁଳି ବିଲ ଦେଉ ନାହାନ୍ତି। ବିଧାନସଭାରେ ଲିଖିତ ଉତ୍ତର ରଖିଲେ ଉପ-ମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ ଲିଖିତ ଉତ୍ତର ରଖିଛନ୍ତି। ଗୃହରେ ଶକ୍ତି ମନ୍ତ୍ରୀ ତଥା ଉପ-ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୩ଟି ପ୍ରମୁଖ ଶିଳ୍ପ ସଂସ୍ଥା ଉପରେ ୧୦୯୬ କୋଟି ଟଙ୍କା…

୫ ଦୋକାନୀ ବିକୁଥିଲେ ନକଲି ସୁନା, ଗୃହରେ…

ଓଏଲ୍‌ ବ୍ୟୁରୋ: ବଢ଼ିଚାଲିଛି ସୁନା ଦର। ସୁନା ଦର ବୃଦ୍ଧି ପାଉଥିବାବେଳେ ଗୃହରେ ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି ମନ୍ତ୍ରୀ। ମନ୍ତ୍ରୀ କହିଛନ୍ତି, ରାଜ୍ୟର ୫ ଦୋକାନୀ ନକଲି ସୁନା ବିକୁଥିଲେ। ନକଲି ହଲମାର୍କ ପାଇଁ କୁଚିଣ୍ଡାର ଅମ୍ବିକା ଜୁଏଲର୍ସ ନାଁରେ ମାମଲା ହୋଇଛି। ଜଗତସିଂହପୁର କୁଜଙ୍ଗର ରାଜଶ୍ରୀ…

‘ପୂର୍ବ ସରକାରଙ୍କ ଆଳୁ ମିଶନ…

ଓଏଲ୍‌ ବ୍ୟୁରୋ: ବିଧାନସଭାର ଶୀତ ଅଧିବେଶନ ଜାରି ରହିଛି। ଶୀତ ଅଧିବେଶନ ଜାରି ରହିଥିବାବେଳେ ମିଶନ ଶକ୍ତି ମହିଳାଙ୍କ ବିକ୍ଷୋଭକୁ ନେଇ ଗୃହରେ ହଟ୍ଟଗୋଳ ଦେଖା ଦେଇଛି। ଏସବୁ ଭିତରେ ପୁଣି ଗୃହରେ ଆଳୁ ପ୍ରସଙ୍ଗ ସୃଷ୍ଟି ହୋଇଛି। କଂଗ୍ରେସ ବିଧାୟକଙ୍କ ପ୍ରଶ୍ନର ଉତ୍ତର ଦେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି,…

ଶ୍ରୀମନ୍ଦିରରେ ନିଯୁକ୍ତ ହେବେ ସ୍ଵତନ୍ତ୍ର…

ଓଏଲ୍‌ ବ୍ୟୁରୋ: ଚଳିତମାସ ୧୭ ତାରିଖରୁ ଶ୍ରୀଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ ହେବାକୁ ଯାଉଛି। ଭାରତୀୟ ପ୍ରତ୍ନତାତ୍ତ୍ବିକ ବିଭାଗର ଉଚ୍ଚସ୍ତରୀୟ ବିଶେଷଜ୍ଞଙ୍କ ଦ୍ବାରା ଏହି ମରାମତି କାର୍ଯ୍ୟ ହେବ। ଏହି ସମୟରେ ବାହାରକାଠରୁ ମହାପ୍ରଭୁଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ। ଗତକାଲି…

ଆନ୍ଦୋଳନରେ ୧୦୮ କର୍ମଚାରୀ, ଜିପିଏସ୍…

ଓଏଲ୍‌ ବ୍ୟୁରୋ: ରାଜ୍ୟବ୍ୟାପୀ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଆନ୍ଦୋଳନ କରିଛନ୍ତି। ସମାନ କାମକୁ ସମାନ ଦରମା ସହ ବିଭିନ୍ନ ଦାବିରେ କର୍ମଚାରୀ ପ୍ରତିବାଦ କରୁଛନ୍ତି। ତେବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଆନ୍ଦୋଳନ କରିବାକୁ ରୋଗୀ ସେବା ପ୍ରଭାବିତ ଆଶଙ୍କା ରହିଛି। ତେବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଜିପିଏସ୍…

ଆଳୁ ଚାଷ ପାଇଁ ୬୪ କୋଟି ଖର୍ଚ୍ଚ, ଗୃହରେ…

ଓଏଲ୍‌ ବ୍ୟୁରୋ: ବିଧାନସଭାର ଶୀତ ଅଧିବେଶନ ଜାରି ରହିଛି। ଶୀତ ଅଧିବେଶନ ଜାରି ରହିଥିବାବେଳେ ମିଶନ ଶକ୍ତି ମହିଳାଙ୍କ ବିକ୍ଷୋଭକୁ ନେଇ ଗୃହରେ ହଟ୍ଟଗୋଳ ଦେଖା ଦେଇଛି। ଏସବୁ ଭିତରେ ପୁଣି ଗୃହରେ ଆଳୁ ପ୍ରସଙ୍ଗ ସୃଷ୍ଟି ହୋଇଛି। କଂଗ୍ରେସ ବିଧାୟକଙ୍କ ପ୍ରଶ୍ନର ଉତ୍ତର ଦେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି,…

ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ ବୈଠକ,…

ଓଏଲ୍‌ ବ୍ୟୁରୋ: ନଭେମ୍ବର ୨୫ରୁ ସଂସଦର ଶୀତ ଅଧିବେଶନ ଜାରି ରହିଛି। ବିଭିନ୍ନ ପ୍ରସଙ୍ଗକୁ ନେଇ ଗୃହରେ ଆଲୋଚନା ଜାରି ରହିଥିବାବେଳେ ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟ ଦେଖିବାକୁ ମିଳିଛି। ବାରମ୍ବାର ସଂସଦ ଅଧିବେଶନ ମୁଲତବୀ ମଧ୍ୟ ହେଉଛି। ଏସବୁ ଭିତରେ ଆଉ ଏକ ବଡ ଖବର ସାମ୍ନାକୁ ଆସିଛି। ଆସନ୍ତାକାଲି ରାଜଧାନୀ…

ବିଧାନସଭାରେ ମିଶନ ଶକ୍ତି ତାତି, ମୁଲତବୀ…

ଓଏଲ୍‌ ବ୍ୟୁରୋ: ବିଧାନସଭାର ଶୀତ ଅଧିବେଶନ ଜାରି ରହିଛି। ଶୀତ ଅଧିବେଶନ ଜାରି ରହିଥିବାବେଳେ ମିଶନ ଶକ୍ତି ମହିଳାଙ୍କ ବିକ୍ଷୋଭକୁ ନେଇ ଗୃହରେ ହଟ୍ଟଗୋଳ ଦେଖା ଦେଇଛି। ଆଜି ବିଧାନସଭାରେ ମୁଲତବି ପ୍ରସ୍ତାବ ଆଣିଲା ବିଜେଡି। ମିଶନ ଶକ୍ତିକୁ ଶକ୍ତିହୀନ କରିବାକୁ ଉଦ୍ୟମ ହେଉଛି। ମହିଳା ସଶକ୍ତିକରଣ ପାଇଁ…

ଉପେନ୍ଦ୍ର ପ୍ରସାଦ ମହଲାଙ୍କ “ଇନୋଭେଟିଭ୍‌…

ଓଏଲ୍‌ ବ୍ୟୁରୋ: ରାଜ୍ୟର ଅଗ୍ରଣୀ ପ୍ରକାଶନ ସଂସ୍ଥା ‘ପେନ୍‌ ଇନ୍‌ ବୁକ୍ସ’ ବହି ପର୍ବରେ ସାମିଲ ହେଲା ଇଂରାଜୀ ପୁସ୍ତକ “ଇନୋଭେଟିଭ୍‌ ନ୍ୟୁଜମେକ୍‌ରସ୍‌ ବ୍ଲୁପ୍ରିଣ୍ଟ ଫର ସକ୍‌ସେସ୍”। ବିଶିଷ୍ଟ ସାମ୍ବାଦିକ ତଥା ଲେଖକ ଉପେନ୍ଦ୍ର ପ୍ରସାଦ ମହଲାଙ୍କ ଦ୍ଵାରା ରଚିତ ଇଂରାଜୀ ପୁସ୍ତକ “ଇନୋଭେଟିଭ୍‌…

ଆଜିଠୁ ଆର୍‌ବିଆଇର ନୂଆ ଗଭର୍ଣ୍ଣର ସଞ୍ଜୟ…

ଓଏଲ୍‌ ବ୍ୟୁରୋ: ସଞ୍ଜୟ ମଲହୋତ୍ରାଙ୍କୁ ନୂଆ ଆର୍‌ବିଆଇ ଗଭର୍ଣ୍ଣର ଭାବେ ନିଯୁକ୍ତ ମିଳିଛି। ମଲହୋତ୍ରା ରାଜସ୍ଥାନ କ୍ୟାଡରର ୧୯୯୦ ବ୍ୟାଚ୍ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀ। ମଲହୋତ୍ରା ତାଙ୍କର ୩୩ ବର୍ଷରୁ ଊର୍ଦ୍ଧ୍ୱ କ୍ୟାରିଅରରେ ଶକ୍ତି, ଅର୍ଥ ଓ ଟିକସ, ସୂଚନା ପ୍ରଯୁକ୍ତିବିଦ୍ୟା, ଖଣି…