Odisha Link
Bridging the Missing Links in Odisha
Daily Archives

December 30, 2024

ଆଜି ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ…

ଓଏଲ୍‌ ବ୍ୟୁରୋ: ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ। ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଶୁଣାଣି କରିବେ ମୋହନ ଚରଣ ମାଝୀ। ଲୋକଙ୍କ ସମସ୍ୟା ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି।