Odisha Link
Bridging the Missing Links in Odisha
Yearly Archives

2024

ଓଡ଼ିଶାରୁ ବିଦାୟ ନେଲେ ପୂର୍ବତନ…

ଓଏଲ୍‌ ବ୍ୟୁରୋ: ରାଜ୍ୟପାଳ ପଦରୁ ଇସ୍ତଫା ଦେବା ପରେ ସମ୍ମାନେ ଆଜି ରଘୁବର ଦାସଙ୍କୁ ବିଦାୟୀ ସମ୍ବର୍ଦ୍ଧନା ଦିଆଯାଇଛି। ରାଜଭବନ ପରିସରରେ ଗାର୍ଡ ଅଫ ଅନର ଦିଆଯାଇଥିଲା। ପରେ ମୁଖ୍ୟମନ୍ତ୍ରୀ, ବାଚସ୍ପତିଙ୍କ ସମେତ ମନ୍ତ୍ରୀମାନେ ବିଦାୟୀ ରାଜ୍ୟପାଳ ରଘୁବର ଦାସଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ରାଜ୍ୟ…

ଆନ୍ଦୋଳନରୁ ହଟିଲେ ଉଠା ଦୋକାନୀ, ବଡ଼…

ଓଏଲ୍‌ ବ୍ୟୁରୋ: ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ସଜେଇ ହେଉଛି ରାଜଧାନୀ। ସେଥିପାଇଁ ବିଭିନ୍ନ ଦୋକାନ ବଜାର ଭୁବନେଶ୍ୱରକୁ ସଫା କରିବା ପାଇଁ ଅଣ୍ଟା ଭିଡ଼ିଛି ବିଏମସି। ଏହି କ୍ରମରେ ଉଠା ଦୋକାନୀଙ୍କ ଉପରେ ପଡିଛି ପ୍ରଭାବ। ରାସ୍ତା କଡ଼ରେ ଉଠା ଦୋକାନୀଙ୍କୁ ହଟାଇ ସ୍ଥାୟୀ ଭେଣ୍ଡିଂ ଜୋନ ଦିଆଯିବ। ଏହି…

ଭିଡ଼କୁ ଦୃଷ୍ଟିରେ ରଖି ବଡ଼ ନିଷ୍ପତ୍ତି,…

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଜାରି ରହିଛି। ଏସବୁ ଭିତରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବଡ ସୂଚନା ଜାରି ହୋଇଛି। ଇଂରାଜୀ ନବବର୍ଷ ଏବଂ ଛୁଟି ଯୋଗୁଁ ଆଗାମୀ କିଛି ଦିନ ଧରି ଶ୍ରୀମନ୍ଦିରରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ଆଗମନ ତଥା ଭିଡ଼ ଅନୁମାନ କରାଯାଉଛି।…

ଦୁଇଦିନିଆ ରାୟଗଡା ଗସ୍ତରେ ଗ୍ରାମ୍ୟ…

ଓଏଲ୍‌ ବ୍ୟୁରୋ: ଦୁଇଦିନିଆ ରାୟଗଡା ଗସ୍ତ କରିଛନ୍ତି ଗ୍ରାମ୍ୟ ଉନ୍ନୟନ ତଥା ଗ୍ରାମ୍ୟ ଜଳ ଓ ପରିମଳ ମନ୍ତ୍ରୀ ରବିନାରାୟଣ ନାୟକ। ରାୟଗଡା ଗସ୍ତ କରି ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରିଛନ୍ତି ମନ୍ତ୍ରୀ ରବିନାରାୟଣ ନାୟକ। ଆଜି ଭୋରରୁ ଟ୍ରେନ ଯୋଗେ ରାୟଗଡା ପହଂଚିବା ପରେ ବିଷମକଟକ ବ୍ଲକ ଅତର୍ଗତ ପୁରୁଣାପାଣି…

ଶନିବାର ସନ୍ଧ୍ୟାରେ ଓଡ଼ିଶା ଆସିବେ ଶାହ

ଓଏଲ୍‌ ବ୍ୟୁରୋ: ବିଜେପି ରାଷ୍ଟ୍ରୀୟ ନେତୃତ୍ୱଙ୍କ ଫୋକସରେ ଏବେ ଓଡ଼ିଶା। ମାସକ ମଧ୍ୟରେ ପୁଣି ଦ୍ୱିତୀୟଥର ପାଇଁ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଶ୍ରୀ ଶାହ ଚଳିତମାସ ୨୮ତାରିଖରେ ଦୁଇଦିନିଆ ଗସ୍ତରେ ଆସି ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ…

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଇଂରାଜୀ…

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶ ପାଇଲା ଇଂରାଜୀ ନୂତନ ବର୍ଷର ଡେସ୍କ୍ କ୍ୟାଲେଣ୍ଡର୍ ଓ ୱାଲ୍ କ୍ୟାଲେଣ୍ଡର୍। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଇଂରାଜୀ ନୂତନ ବର୍ଷର ଡେସ୍କ୍ କ୍ୟାଲେଣ୍ଡର୍ ଓ ୱାଲ୍ କ୍ୟାଲେଣ୍ଡର୍ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।…

ଓଡ଼ିଶା ପାଇଁ ଗୌରବ ଆଣିଲେ…

ଓଏଲ୍‌ ବ୍ୟୁରୋ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀରେ ୭ଟି ବର୍ଗରେ ଅନନ୍ୟ କୃତିତ୍ୱ ହାସଲ କରିଥିବା ୧୭ ଜଣ ଶିଶୁଙ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‍ ପୁରସ୍କାର ପ୍ରଦାନ କରିଛନ୍ତି। କଳା, ସଂସ୍କୃତି, ସାହସିକତା, ନବସୃଜନ, ବିଜ୍ଞାନ ଓ ପ୍ରଯୁକ୍ତବିଦ୍ୟା, ସାମାଜିକ ସେବା, କ୍ରୀଡ଼ା ଏବଂ…

ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ,…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଅଦିନିଆ ବର୍ଷା ଚାଷୀଙ୍କ ସୁନାର ଫସଲକୁ ଉଜାଡି ଦେଇଛି। ଦୁଇ ଦୁଇ ଥର ଲଘୁଚାପ ବର୍ଷା ଯୋଗୁ ହଜାର ହଜାର ହେକ୍ଟର ଚାଷ ଜମିରେ ପାଣି ଜମିରହିଛି। କିଛି ସ୍ଥାନରେ ଧାନ ଗଜା ହୋଇଛି। ଏପଟେ ଯେତେବେଳେ ଚାଷୀ ଚାହିଁଥିଲା ସେତେବେଳେ ବର୍ଷା ହୋଇନଥିଲା, ଯାହା ଫଳରେ ଧାନ ଫସଲ ନଷ୍ଟ…

ଛାତ୍ର ସଂସଦ ନିର୍ବାଚନ ନେଇ ବଢ଼ିଲା ଆଶା,…

ଓଏଲ୍‌ ବ୍ୟୁରୋ: କଟକ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମ୍ ପରିସରରେ ଆରମ୍ଭ ହୋଇଛି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ୪୯ତମ ରାଜ୍ୟ ଅଧିବେଶନ। ଏହି ଅଧିବେଶନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି। ଏହି ଅବସରରେ ଛାତ୍ର ସଂସଦ ନିର୍ବାଚନ ନେଇ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି।…

ଭାରତରତ୍ନ ପ୍ରସଙ୍ଗ: ନବୀନ କହିଲେ-ଜାଣିନି…

ଓଏଲ୍‌ ବ୍ୟୁରୋ: ଆଜି ୨୮ ବର୍ଷରେ ପାଦ ଥାପିଲା ବିଜୁ ଜନତା ଦଳ(ବିଜେଡି)। ଆଜି ଦଳକୁ ୨୭ ପୂରି ୨୮ ଚାଲିଲା। ଏଥିପାଇଁ ଦଳର ପ୍ରତିଷ୍ଠା ଦିବସକୁ ଧୁମଧାମରେ ପାଳନ କରିବା ପାଇଁ ଦଳୀୟ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖାଯାଇଛି। ଦେଶର ଏକ ଶକ୍ତିଶାଳୀ ଆଞ୍ଚଳିକ ଦଳ ଭାବେ ବିଜେଡି ପାଳନ କରୁଛି ଆଜି ୨୮ ତମ…